ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଚିଲିକାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Published By : Harapriya Sethi | October 31, 2024 8:25 AM

କୃଷ୍ଣପ୍ରସାଦ,୩୦/୧୦: ଚିଲିକାରୁ ଅଜଣା ମୃତଦେହ ଉଦ୍ଧାର ହୋଇଛି । ମୃତବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ରହିଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅଧିନ ନୂଆପଡା ତେଣ୍ଟା ଧୁଆ ଫାର୍ମ ନିକଟସ୍ଥ ଚିଲିକାରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । 

ସୂଚତନା ମୁତାବକ, ବୁଧବାର ରାତି ୧୧ ଘଣ୍ଟା ସମୟରେ ସ୍ଥାନୀୟ ଲୋକେ ଚିଲିକାରେ ମୁହଁ ଆବୁଡି କେହି ଭାସୁଥିବା ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ମଧ୍ୟରାତ୍ରରେ ଘଟଣାସ୍ଥଳେ ପୋଲିସ ପହଞ୍ଚି ଅଜଣା ଶବକୁ ଜବତ କରିବା ସହ ଥାନାରେ ଅପମୃତ୍ୟୁ ମାମଲା ରୁଜୁ କରିଛି । ଏ ପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ କୌଣସି ସନ୍ଧାନ ମିଳିନଥିବା ପୋଲିସ ତରଫରୁ ସୂଚନା ମିଳିଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.