ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ଟ୍ରେନ୍‌ରୁ ଖସି ଅଚିହ୍ନା ଯୁବକଙ୍କ ମୃତ୍ୟୁ

Published By : Prameya | March 30, 2024 9:15 AM

ସୋର, ୩୦/୦୩ : ଟ୍ରେନରୁ ଖସି ଅଚିହ୍ନା ଯୁବକଙ୍କ ମୃତ୍ୟୁ। ଶୁକ୍ରବାର ରାତିରେ ସୋର ସବିରା ଷ୍ଟେସନ ମଧ୍ୟ ଅଲିପୁର ଗେଟ୍ ନିକଟ ଅପ୍‌ଲାଇନରେ ଏହି ଘଟଣା ଘଟିଛି। ଯୁବକ ଜଣଙ୍କ ଜଣେ ଅଣ ଓଡ଼ିଆ ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ଶୁକ୍ରବାର ରାତିରେ ସୋର ସବିରା ଷ୍ଟେସନ ମଧ୍ୟ ଅଲିପୁର ଗେଟ୍ ନିକଟ ଅପ୍‌ଲାଇନରେ ଏକ ଏକ୍ସପ୍ରେସ୍ ଟ୍ରେନରୁ ଖସିପଡି ଜଣେ ଅଚିହ୍ନ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ପରିଚୟ ମିଲିପାରି ନାହିଁ। ସେ ଏକ ଲାଲ୍ ବାନିୟନ ଓ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଛନ୍ତି।  ଯୁବକ ଜଣଙ୍କ ଜଣେ ଅଣ ଓଡ଼ିଆ ବୋଲି ଜଣାପଡ଼ିଛି। ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.