ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଟ୍ରେନ୍‌ରୁ ଖସି ଅଚିହ୍ନା ଯୁବକଙ୍କ ମୃତ୍ୟୁ

ସୋର, ୩୦/୦୩ : ଟ୍ରେନରୁ ଖସି ଅଚିହ୍ନା ଯୁବକଙ୍କ ମୃତ୍ୟୁ। ଶୁକ୍ରବାର ରାତିରେ ସୋର ସବିରା ଷ୍ଟେସନ ମଧ୍ୟ ଅଲିପୁର ଗେଟ୍ ନିକଟ ଅପ୍‌ଲାଇନରେ ଏହି ଘଟଣା ଘଟିଛି। ଯୁବକ ଜଣଙ୍କ ଜଣେ ଅଣ ଓଡ଼ିଆ ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ଶୁକ୍ରବାର ରାତିରେ ସୋର ସବିରା ଷ୍ଟେସନ ମଧ୍ୟ ଅଲିପୁର ଗେଟ୍ ନିକଟ ଅପ୍‌ଲାଇନରେ ଏକ ଏକ୍ସପ୍ରେସ୍ ଟ୍ରେନରୁ ଖସିପଡି ଜଣେ ଅଚିହ୍ନ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ପରିଚୟ ମିଲିପାରି ନାହିଁ। ସେ ଏକ ଲାଲ୍ ବାନିୟନ ଓ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଛନ୍ତି।  ଯୁବକ ଜଣଙ୍କ ଜଣେ ଅଣ ଓଡ଼ିଆ ବୋଲି ଜଣାପଡ଼ିଛି। ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.