ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଡିଜିପି ସମ୍ମିଳନୀର କରିବେ ଉଦ୍‌ଘାଟନ୍

Published By : Prameya | November 29, 2024 1:38 PM

ଭୁବନେଶ୍ୱର ୨୯/୧୧: ଡିଜିପି ସମ୍ମିଳନୀରେ ଯୋଗ ଦେବାକୁ ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବିଜୁ ପଟ୍ଟନାୟକ ଏୟାରପୋର୍ଟ ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶାହଙ୍କୁ ଡିଜିପି ୱାଇ.ବି.ଖୁରାନିଆ ଏବଂ ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କଲେ ଭବ୍ୟ ସ୍ବାଗତ। ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ପ୍ରଥମ ଥର ପାଇଁ ଓଡିଶାରେ ଡିଜିପି ସମ୍ମିଳନୀ ଆୟୋନ ହୋଉଛି । ଆଜି ୩ ଦିନିଆ ଡିଜି-ଆଇଜି ସମ୍ମିଳନୀ ଉଦ୍‌ଘାଟନ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍‌ ମଧ୍ୟ ସାମିଲ ହେବେ । ତିନି ଦିନ ଧରି ଲୋକସେବା ଭବନରେ ଏହି ସମ୍ମିଳନୀ ଚାଲିବ । ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ, ଗଞ୍ଜେଇ ଓ ବ୍ରାଉନସୁଗର କାରବାର, ଏଆଇ ଟେକ୍ନୋଲୋଜି, ଜେଲ୍‌ ସଂସ୍କାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ଆଲୋଚନା ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.