ପ୍ରମୂଖ ଖବର
  • କୋରାପୁଟ : ଗଞ୍ଜେଇ ଚାଲାଣ କରୁଥିବା ବେଳେ ୨ ଛାତ୍ର ଗିରଫ, ୪୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
  • ||
  • ନିମାପଡ଼ା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଗଞ୍ଜାମ : ୩୩ କେଭି ତାର ସହ ଏଲଟି ଲାଇନର ତ୍ରୁଟି ପୂର୍ଣ୍ଣ ସଂଯୋଗ, ଜଳିଗଲା ୮ରୁ ଉର୍ଦ୍ଧ୍ୱ ଘରର ବିତ୍ୟୁତ ସରଞ୍ଜାମ
  • ||
  • ପୁରୀ : ଶହୀଦ ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧ ଦିବସ ପାଳିତ
  • ||
  • ପୁରୀରେ ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର
  • ||
  • ପୁରୀ : କୁମ୍ଭକାର ଶାଳରେ କୁରାଳ ପଞ୍ଚମୀ ପୂଜାର୍ଚ୍ଚନା
  • ||
  • ସଂସଦରେ ବିରୋଧୀଙ୍କ ହଙ୍ଗାମା, ଅପରାହ୍ନ ୧୨ଟା ଯାଏ ଲୋକସଭା ମୁଲତବୀ
  • ||
  • 'ମୁଁ ରାଜ୍ୟସଭା ରେସ୍‌ରେ ଆଦୌ ନାହିଁ, ଏ ଚର୍ଚ୍ଚା କପୋଳକଳ୍ପିତ'...
  • ||
  • ଚଣ୍ଡିଖୋଲ : ଦୋକାନ ଉପରେ ମାଡ଼ି ଗଲା ଟ୍ରକ୍‌, ୨ ଆହତ
  • ||
  • ଝାରସୁଗୁଡ଼ା : ବାପାକୁ ଚାପୁଡ଼ା ମାରିବାରୁ ଯୁବକଙ୍କୁ ପିଟି ପିଟି ମାରିଦେଲା ପୁଅ, ୨ ଅଟକ
  • ||
  • ସମ୍ବଲପୁର: ଭିଜିଲାନ୍ସ ଜାଲରେ ଏସିଏଫ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍
  • ||
  • ଘନ କୁହୁଡି ବଳୟରେ ସୂର୍ଯ୍ୟ ମନ୍ଦିର, କାରୁକାର୍ଯ୍ୟ ଦେଖିବାରୁ ପର୍ଯ୍ୟଟକ ବଞ୍ଚିତ
  • ||
  • ବାରଙ୍ଗ ପୁଅ ବୋହୂ ପୋଡ଼ି ଘଟଣା: ୫ ଦିନ ଜୀବନ ମରଣ ସହ ସଙ୍ଘର୍ଷ ପରେ ଆଖି ବୁଜିଲା ପୁଅ
  • ||
  • ପୁରୀ: ଶନିବାର ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ: ଘୋଡ଼ ପ୍ରସ୍ତୁତି ଶେଷ, ଆଜି ଅଧିବାସ ନୀତି
  • ||
  • ଶିମିଳିପାଳରୁ ଶିକାରୀଙ୍କୁ ଧରିଲା ଟ୍ରାପ୍ କ୍ୟାମେରା, ୨ ଅଭିଯୁକ୍ତ ଗିରଫ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ପୁଣି ଫେରିଛି ଶୀତ, ନିଆଁ ଜାଳି ଥଣ୍ଡାରୁ ରକ୍ଷା ପାଉଛନ୍ତି ଲୋକେ
  • ||
  • ବଡ଼ଧରଣର ଭୂକମ୍ପରେ ଥରିଲା ଉତ୍ତର କାଲିଫର୍ଣ୍ଣିଆ, ରିକ୍ଟର ସ୍କେଲରେ ତୀବ୍ରତା ୭.୦, ସୁନାମୀ ଆଲର୍ଟ
  • ||
  • ଆସନ୍ତା ୧୧ ଯାଏ ରାଜ୍ୟରେ ଶୀତ କମ୍‌,୧୨ରୁ ସାମାନ୍ୟ ବଢ଼ିବ ଜାଡ଼: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ଆଶଙ୍କା
  • ||

ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଡିଜିପି ସମ୍ମିଳନୀର କରିବେ ଉଦ୍‌ଘାଟନ୍

ଭୁବନେଶ୍ୱର ୨୯/୧୧: ଡିଜିପି ସମ୍ମିଳନୀରେ ଯୋଗ ଦେବାକୁ ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବିଜୁ ପଟ୍ଟନାୟକ ଏୟାରପୋର୍ଟ ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶାହଙ୍କୁ ଡିଜିପି ୱାଇ.ବି.ଖୁରାନିଆ ଏବଂ ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କଲେ ଭବ୍ୟ ସ୍ବାଗତ। ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ପ୍ରଥମ ଥର ପାଇଁ ଓଡିଶାରେ ଡିଜିପି ସମ୍ମିଳନୀ ଆୟୋନ ହୋଉଛି । ଆଜି ୩ ଦିନିଆ ଡିଜି-ଆଇଜି ସମ୍ମିଳନୀ ଉଦ୍‌ଘାଟନ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍‌ ମଧ୍ୟ ସାମିଲ ହେବେ । ତିନି ଦିନ ଧରି ଲୋକସେବା ଭବନରେ ଏହି ସମ୍ମିଳନୀ ଚାଲିବ । ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ, ଗଞ୍ଜେଇ ଓ ବ୍ରାଉନସୁଗର କାରବାର, ଏଆଇ ଟେକ୍ନୋଲୋଜି, ଜେଲ୍‌ ସଂସ୍କାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ଆଲୋଚନା ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.