ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେଡି ଛାଡ଼ିଲେ ଦେବାଶିଷ ନାୟକ । ପୂର୍ବତନ ବରୀ-ଡେରାବିସ୍ ବିଧାୟକ
  • ||
  • ୩୪ ନୂଆ ଏନ୍‌ଏସି ଘୋଷଣାରେ ଲୋଇସିଂହା ବାଦ୍, ୧୨ ଘଣ୍ଟିଆ ବନ୍ଦ ଡାକରା
  • ||
  • ମାଲକାନଗିିରି: ଛତିଶଗଡ଼ କାଙ୍କେରରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ
  • ||
  • ବାଲିପାଟଣା ଥାନା ଭିତରେ ଯୁବକଙ୍କୁ ଛେଚିଲେ, ୨ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ୧୦ ବାଇକ ସହ ୩୦ ଯାତ୍ରୀ ଫସିଲେ
  • ||
  • ଯୁକ୍ତ ୨ ପରୀକ୍ଷା ପଦାର୍ଥ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି: ୭୦ ମାର୍କର ପରୀକ୍ଷାରେ ୨୭ ମାର୍କର ସିଲାବସ୍‌ ବାହାର ପ୍ରଶ୍ନ
  • ||
  • ଡବ୍ଲ୍ୟୁପିଏଲ୍‌- ୨୦୨୪: ରୋମାଞ୍ଚକ ମୁକାବିଲା, ୟୁପି ୱାରିୟର୍ସଠୁ ୨ରନ୍‌ରେ ଜିତିଲା ରୟାଲ୍‌ ଚ୍ୟାଲେଞ୍ଜର୍ସ
  • ||
  • ‘ଦିଲ୍ଲୀ ଚଲୋ’ ସ୍ଥଗିତ ରହିବା ପରେ ଖୋଲିଲା ଦିଲ୍ଲୀ-ହରିଆଣା ସୀମା, ଶମ୍ଭୁ ସୀମାରେ ଚାଷୀଙ୍କ କ୍ୟାଣ୍ଡେଲ୍‌ ଶୋଭାଯାତ୍ରା
  • ||
  • ବାଙ୍ଖିଡି ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଗଛରେ ପିଟି ହୋଇ ବାଇକ୍ ଚାଳକ ମୃତ
  • ||
  • ବର୍ଷିଲା ପରେ ଖସିଲା ତାତି: ୨୭ ଯାଏ ବର୍ଷା ସମ୍ଭାବନା, ୧୦ରୁ ଅଧିକ ଜିଲ୍ଲାରେ ପାଗ କୋହଲା
  • ||
  • ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ: ଆଜି ‘ସୁଦର୍ଶନ ସେତୁ’ ଲୋକାର୍ପଣ, ସୌରାଷ୍ଟ୍ରକୁ ଦେବେ ୫୨,୨୫୦ କୋଟିର ପ୍ରକଳ୍ପ ଭେଟି
  • ||

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୯/୦୧: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ‘ଗୁଳିମାଡ ପରେ ହସ୍ପିଟାଲରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି।'

wp:html /wp:html

ଧର୍ମେନ୍ଦ୍ର ଆହୁରି କହିଛନ୍ତି, ‘ଜନପ୍ରତିନିଧି ଭାବରେ ନବ ଦାସଙ୍କ କାର୍ଯ୍ୟ ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।‘

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.