PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୯/୦୧: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ‘ଗୁଳିମାଡ ପରେ ହସ୍ପିଟାଲରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି।’

ଧର୍ମେନ୍ଦ୍ର ଆହୁରି କହିଛନ୍ତି, ‘ଜନପ୍ରତିନିଧି ଭାବରେ ନବ ଦାସଙ୍କ କାର୍ଯ୍ୟ ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।‘