ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

ଅନୁଗୁଳ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମଧ୍ୟାହ୍ନରେ ମା’ ହିଙ୍ଗୁଳାଙ୍କ ଦର୍ଶନ କରିବେ

ଅନୁଗୁଳ,୨୫/୦୩: ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ଅନୁଗୁଳ  ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମଧ୍ୟାହ୍ନ ୧୨ଟାରେ ତାଳଚେରର ଗୋପାଳପ୍ରସାଦସ୍ଥିତ ପୀଠରେ ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳା ଠାକୁରାଣୀଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବେ । ଦୀନଦୟାଲନଗର  ଯାଇ କିଛି ସମୟ ପରେ ଅନୁଗୁଳ ଦେଇ ସମ୍ୱଲପୁର ଅଭିମୁଖେ ଯିବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ବିଜେପି ପକ୍ଷରୁ ବ୍ୟାପକ  ପ୍ରସ୍ତୁତି କରାଯାଇଛି ବୋଲି ଜିଲ୍ଲା ସଭାପତି ଦିଲେଶ୍ୱର ପ୍ରଧାନ ପ୍ରକାଶ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.