ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସୂର୍ଯ୍ୟମନ୍ଦିର ପରିଦର୍ଶନ କଲେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ

Published By : Suraj Kumar | February 24, 2025 6:26 PM

କୋଣାର୍କ,୨୪।୨ : କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ କୋଣାର୍କ ସୂର୍ଯ୍ୟମନ୍ଦିର ସୋମବାର ପରିଦର୍ଶନ କରିଛନ୍ତି। ପ୍ରଥମେ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଥିଲେ। ପରେ ଏଏସଆଇ ସର୍କଲ ସୁପରିଣ୍ଟେଣ୍ଡେଣ୍ଟ ଡିବି ଗଡ଼ନାୟକ, ସୂର୍ଯ୍ୟମନ୍ଦିର ସ୍ଵୀକୃତିପ୍ରାପ୍ତ ଗାଇଡ଼ ପ୍ରଦୀପ କୁମାର ମଲ୍ଲ ସୂର୍ଯ୍ୟମନ୍ଦିର ଇତିହାସ ସମ୍ପର୍କରେ ବୁଝାଇଥିଲେ।

ସୂର୍ଯ୍ୟମନ୍ଦିରର କାରୁକାର୍ଯ୍ୟ ବୁଲି ଦେଖିବା ସହିତ, ସୂର୍ଯ୍ୟମନ୍ଦିର ବାଲି କଢ଼ା ପ୍ରକ୍ରିୟା , ମନ୍ଦିରର ଭିତ୍ତିଭୂମିର ଅବସ୍ଥିତି, ମନ୍ଦିର ସଂରକ୍ଷଣ ଆଦି ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଗସ୍ତ ସମୟରେ ପର୍ଯ୍ୟଟନ ନିର୍ଦ୍ଦେଶକ ସମର୍ଥ ବର୍ମା, କୋଣାର୍କ ସୂର୍ଯ୍ୟମନ୍ଦିର ସଂରକ୍ଷଣ ଅଧିକାରୀ ଦେବେନ୍ଦ୍ର କୁମାର, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ପ୍ରମୁଖ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.