ପ୍ରମୂଖ ଖବର
  • ଶେରଗଡ଼ : ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ରିମାଣ୍ଡରେ ଆସିବ ଅଭିଯୁକ୍ତ ପୁରୁଷ ବନ୍ଧୁ
  • ||
  • କୂଅରୁ ମିଳିଲା ବଲାଙ୍ଗୀର : ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କିଟ୍ ଛାତ୍ରୀ ମୃତ୍ୟୁ ମାମଲା: ପୋଲିସକୁ ମିଲିଲା ସୁଇସାଇଡ୍‌ ନୋଟ୍‌
  • ||
  • AIIMSରେ ସିବିଆଇ ରେଡ୍‌, ନିଯୁକ୍ତି ସ୍କାମ୍‌ର ଚାଲିଛି ତାନାଘନା
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • କଟକ : ପରକୀୟା ପ୍ରୀତିକୁ ନେଇ ହତ୍ୟା, ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସ୍ୱାମୀ
  • ||
  • ବୋରିଗୁମ୍ମା : ରାସ୍ତା ମଝିରେ ଥିବା ଟ୍ରକ୍‌କୁ ପିଟିଲା ବାଇକ୍‌, ୨ ମୃତ
  • ||
  • ବାଲେଶ୍ୱର : ଭାରସାମ୍ୟ ହରାଇ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ
  • ||
  • କଟକ : ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ, କାରଣ ଅସ୍ପଷ୍ଟ
  • ||

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | December 28, 2024 1:12 PM

ମୁନିଗୁଡ଼ା,୨୮/୧୨: ମୁନିଗୁଡା ସହରର ବନଦୁର୍ଗା ମନ୍ଦିର ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଜଣା ପଡ଼ିନାହିଁ । ରାୟଗଡା ଜିଲ୍ଲା ମୁନିଗୁଡା ସହରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ମୁନିଗୁଡା ସହରର ବନଦୁର୍ଗା ମନ୍ଦିର ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ସକାଳୁ ସକାଳୁ ବ୍ୟକ୍ତିଙ୍କ ମୃତଦେହ ଦେଖି ତୁରନ୍ତ ମୁନିଗୁଡା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ବ୍ୟକ୍ତିଙ୍କ ପରିଚୟ ଖୋଜି ଘଟଣାର ତଦନ୍ତ କରୁଛି ମୁନିଗୁଡ଼ା ପୋଲିସ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.