ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ଚିଲିକାରେ ଭାସୁଛି ଅଜଣା ମୃତଦେହ

Published By : Prameya | April 28, 2024 12:27 PM

କୃଷ୍ଣପ୍ରସାଦ, ୨୮/୦୪ : ଚିଲିକାରେ ଭାସୁଛି ଅଜଣା ମୃତଦେହ। ସାତପଡ଼ା ନିକଟରେ ଥିବା ଚିଲିକା ଜେଟି ଠାରୁ କିଛି ଦୂରରେ ପାହାନାକୁଦାରେ ଜଣେ ଅଜଣା ଲୋକର ମୃତଦେହ ଭାସୁଥିବା କିଛି ମତ୍ସୀଜିବୀ ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ହେଲେ ଏବେ ସୁଧା ଘଟଣା ସ୍ଥଳରେ ପୁଲିସ ପହଞ୍ଚି ପାରିନାହିଁ। 

ସୂଚନାନୁଯାୟୀ, ଚାରିପଟେ ବିସ୍ତିର୍ଣ୍ଣ ପଙ୍କ ଥିବାରୁ ଡ଼ଙ୍ଗା ଚାଳକମାନେ ସେହି ସ୍ଥାନକୁ ଯିବାକୁ ଅମଙ୍ଗ ହେଉଛନ୍ତି। ସାତପଡା ବନବିଭାଗ କର୍ମଚାରୀଙ୍କ ଠାରୁ ଖବର ମିଳିଥିବା ବେଳେ କୃଷ୍ଣପ୍ରସାଦ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ତଦନ୍ତ ଆରମ୍ଭ ହବ ବୋଲି ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.