ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଗୋଟିଏ ଦିନରେ ହେବ UPPSC ୨୦୨୪ର ପ୍ରାରମ୍ଭିକ ପରୀକ୍ଷା

Published By : Ladu Kishor | November 14, 2024 11:20 PM

ନୂଆଦିଲ୍ଲୀ: ଗୋଟିଏ ଦିନରେ ହେବ PCS ର ପ୍ରାଥମିକ ପରୀକ୍ଷା । ଉତ୍ତରପ୍ରଦେଶ ଜନସେବା ଆୟୋଗ (UPPSC) ଏହି ନିଷ୍ପତ୍ତି ନେଇଛି । ଡିସେମ୍ବରରେ ପ୍ରସ୍ତାବିତ RO / ARO ର ପ୍ରାଥମିକ ପରୀକ୍ଷା ମଧ୍ୟ ସ୍ଥଗିତ ରଖାଯାଇଛି । ଆୟୋଗର ଏହି ନିଷ୍ପତ୍ତି ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଆଶ୍ବସ୍ତି ଦେଇଛି। 

ପ୍ରୟାଗରାଜରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ରଛାତ୍ରୀଙ୍କ ଦାବିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଛାତ୍ରଛାତ୍ରୀଙ୍କ ସହ ଯୋଗାଯୋଗ ତଥା ସମନ୍ୱୟ ରକ୍ଷା କରି ଆବଶ୍ୟକ ନିଷ୍ପତ୍ତି ନେବାକୁ UPPSC କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ପରେ UPPSC ଏହି ନିଷ୍ପତ୍ତି ନେଇଛି। ବର୍ତ୍ତମାନ PCS ପ୍ରାଥମିକ ପରୀକ୍ଷା ୨୦୨୪କୁ ଗୋଟିଏ ଦିନରେ ଆୟୋଜିତ କରାଯିବ। ଏହା ସହିତ ସ୍ଥଗିତ RO / ARO ପରୀକ୍ଷା -୨୦୨୩ ର ଫର୍ମାଟ୍ ସ୍ଥିର କରିବାକୁ ଏକ କମିଟି ଗଠନ କରାଯାଇଛି । କମିଟି ସମସ୍ତ ଦିଗ ଉପରେ ବିଚାର କରିବ ଏବଂ ଯଥାଶୀଘ୍ର ଏହାର ବିସ୍ତୃତ ରିପୋର୍ଟ ଦାଖଲ କରିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.