ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଆମେରିକାର ଟେକ୍ସାରେ ଭୟଙ୍କର ସଡକ ଦୁର୍ଘଟଣା, ୪ ଭାରତୀୟ ମୃତ

ନୂଆଦିଲ୍ଲୀ,୦୪/୦୯: ଆମେରିକାର ଟେକ୍ସାରେ ଭୟଙ୍କର ସଡକ ଦୁର୍ଘଟଣା। ଚାଲିଗଲା ୪ ଭାରତୀୟଙ୍କ ଜୀବନ । ତେବେ ମୃତକଙ୍କ ମଧ୍ୟରେ ଜଣେ ଯୁବତୀ ଥିବା ସୂଚନା । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ମୃତକଙ୍କ ପରିଚୟ ମିଳିପାରୁନାହିଁ।  ଡିଏନଏ ପରୀକ୍ଷା ପରେ ଜଣାପଡ଼ିବ ବୋଲି ଜଣେ ଅଧିକାରୀ କହିଛନ୍ତି।

ସୂଚନା ଅନୁସାରେ,ଆମେରିକାରେ ରହୁଥିବା ଏହି ୪ଜଣ ଭାରତୀୟ କାର୍ପୁଲିଂ ଆପ୍ ଜରିଆରେ ଭେଟ ହୋଇଥିଲେ। ଗତ ଶୁକ୍ରବାର ସେମାନେ ଆର୍କାନସାସର ବେଣ୍ଟୋନଭିଲ୍ଲେ ଯିବା ସମୟରେ ଟେକ୍ସାସ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ। ତେବେ ୫ଟି  କାର୍ ପରସ୍ପର ମଧ୍ୟରେ ଧକ୍କା ହେବା ଫଳରେ ସେମାନଙ୍କ ଏସୟୁଭି କାର୍ ଜଳି ଯାଇଥିଲା। ଫଳରେ ୪ଜଣ ଭାରତୀୟ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ପରିଚୟ ମିଳିପାରୁ ନ ଥିବାରୁ DNA ପରୀକ୍ଷା ରିପୋର୍ଟକୁ ଅପେକ୍ଷା କରାଯାଇଛି। ତେବେ ମୃତକମାନେ ହେଲେ  ଆର୍ଯ୍ୟାନ ରଘୁନାଥ ଓରମପତି, ଫାରୁକ ଶୈକ, ଲୋକେଶ ପାଲଚାର୍ଲ ଏବଂ ଦର୍ଶିନୀ ବାସୁଦେବନ ବୋଲି ଜଣାପଡିଛି। ସେପଟେ ମୃତଦେହ ସ୍ୱଦେଶ ଫେରାଇ ଆଣିବାକୁ ପରିବାର ଲୋକେ ଅନୁରୋଧ କରିଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.