ପ୍ରମୁଖ ଖବର
  • ଏସିଆନ୍ କ୍ରିକେଟ୍: ସ୍ବର୍ଣ୍ଣ ପଦକ ଜିତିଲା ଭାରତୀୟ ମହିଳା ଦଳ, ୧୯ ହାରିଲା ଶ୍ରୀଲଙ୍କା
  • ||
  • ନୂଆଦିଲ୍ଲୀ: ବଢ଼ିବ ବାୟୁସେନାର ଶକ୍ତି, ଆଜି ସାମିଲ ହେବ ସି-୨୯୫ ଯୁଦ୍ଧ ବିମାନ
  • ||
  • ଭୁବନେଶ୍ୱର: ମୌସୁମୀ ଅଧିବେଶନର ଦ୍ବିିତୀୟ ଦିନ, ଗୃହ ଆରମ୍ଭରୁ ହଟ୍ଟଗୋଳ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି
  • ||
  • ଭୁବନେଶ୍ୱର: ରଙ୍ଗ୍‌ ରୁଟ୍‌ ଡ୍ରାଇଭ୍ କରୁଥିଲେ, ୧୦୨ ଗାଡ଼ି ଜବତ କଲା ପୋଲିସ: କୋର୍ଟରୁ ରିଜିଲ ଅର୍ଡର ଆଣିଲେ ମିଳିବ ଗାଡ଼ି
  • ||
  • କଲମ୍ବୋ: ଶ୍ରୀଲଙ୍କା ପାଇଁ ଆହତ ଟେନ୍‌ସନ୍, ଦିନିକିଆ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବେ ହସରଙ୍ଗା, ଚାମୀର
  • ||
  • ନୂଆପଡ଼ା: ସ୍କ୍ରବ୍‌ ଟାଇଫସ ସଂକ୍ରମଣରେ ମହିଳା ମୃତ ଅଭିଯୋଗ, ଡିଜିଟାଲ ସର୍ଭେ ବେଳେ କାମୁଡ଼ିଥିଲା ପୋକ
  • ||
  • ଭୁବନେଶ୍ୱର: ଆଜିଠୁ ଘରେ ଘରେ ପହଞ୍ଚିବ କଂଗ୍ରେସ, ବା
  • ||
  • ନୂଆଦିଲ୍ଲୀ: ଭାରତ-କାନାଡା ସମ୍ପର୍କରେ ଫାଟ ପଛରେ ଆମେରିକା ମୁଖ୍ୟ କାର୍ପଟଦାର ! କାନାଡାକୁ ଦେଇଥିଲା ଗୁଇନ୍ଦା ତଥ୍ୟ..
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ, ୧୦ ମିଟର ଏୟାର ରାଇଫଲ୍ସ ଟିମ୍ ଜିତିଲେ ସୁନା ପଦକ
  • ||
  • ଭୁବନେଶ୍ୱର: ଆସିଲାଣି ମୌସୁମୀ ଫେରିବା ସମୟ: ଏବେ ବି ୩ ଜିଲ୍ଲାରେ ମାତ୍ରାଧିକ, ଆଉ ୩ ରେ ନିଅଣ୍ଟିଆ ବର୍ଷା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା ଶେଷ, ବଡ଼ଦାଣ୍ଡରେ କଂସକୁ ବଧ କଲେ ଶ୍ରୀକୃଷ୍ଣ
  • ||

ପୁରୀ ଗସ୍ତରେ 5-T ସଚିବ, ଜନ୍ମଦିନରେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଭିକ୍ଷା କଲେ ପାଣ୍ଡିଆନ

ଭୁବନେଶ୍ଵର, ୨୯/୫ : ପୁରୀ ଗସ୍ତରେ 5-T ସଚିବ ଭି.କେ. ପାଣ୍ଡିଆନ। ଜନ୍ମଦିନରେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଭିକ୍ଷା କଲେ 5-T ସଚିବ। ସୋମବାର ସକାଳୁ 5-T ସଚିବ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ମା’ ଲକ୍ଷ୍ମୀ, ବିମଳାଙ୍କ ସହ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିଥିଲେ । ଦର୍ଶନ ସାରି ଫେରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଅନୁଧ୍ୟାନ କରିଥିଲେ ।

{"id":579606,"sizeSlug":"full","linkDestination":"none"}

ସୂଚନାନୁଯାୟୀ, ଆସନ୍ତା ଜୁନ୍ ୪ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଏହା ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ କିଭଳି ଶେଷ ହେବ ସେନେଇ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । 5-T ସଚିବଙ୍କ ଗସ୍ତ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଉପସ୍ଥିତ ଥିଲେ । ତିନି ରଥର ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ପ୍ରଶାସକଙ୍କୁ 5-T ସଚିବ ପଚାରି ବୁଝିଥିଲେ । ପୂର୍ବରୁ ମଧ୍ୟ 5-T ସଚିବ ବିଭିନ୍ନ ସମୟରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସହ ସହରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ।

Copyright © 2022 - Summa Real Media Private Limited. All Rights Reserved.