ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ଆର୍‌ଜି କର ମେଡିକାଲରେ ହୋଇଥିବା ଭଙ୍ଗାରୁଜା ଘଟଣା, ୩ ପୋଲିସକର୍ମୀ ନିଲମ୍ବିତ

ନୂଆଦିଲ୍ଲୀ,୨୧/୮: କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା। ଏନେଇ ଆର୍‌ଜି କର ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ହୋଇଥିବା ଭଙ୍ଗାରୁଜା ଘଟଣାରେ ୩ ପୁଲିସକର୍ମୀ ନିଲମ୍ବିତ ହୋଇଛନ୍ତି। ଚାକିରିରେ ଅବହେଳା କରିବା ଅଭିଯୋଗରେ କୋଲକାତା ପୋଲିସ ଦୁଇ ଜଣ ଆସିଷ୍ଟାଣ୍ଟ କମିଶନର ଓ ଜଣେ ଇନ୍ସପେକ୍ଟରଙ୍କୁ ନିଲମ୍ବିତ କରିଛି। 

ସୂଚନା ମୁତାବକ, ଅଗଷ୍ଟ ୯ ତାରିଖରେ ଡାକ୍ତରଖାନାରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ହୋଇଥିଲା । ଏନେଇ ଅଗଷ୍ଟ ୧୪ ତାରିଖ ରାତିରେ ୪୦ରୁ ୫୦ ଦୁବୃର୍ତ୍ତ ହସ୍ପିଟାଲର ଏମରଜେନ୍ସି ଓ୍ୱାର୍ଡରେ ପଶି ଭଙ୍ଗାରୁଜା କରିଥିଲେ। ଏମାନେ ହତ୍ୟାକାଣ୍ଡର ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଘଟିବା ଦିନ ଏହି ତିନି ଜଣ ପୁଲିସ କର୍ମୀ ସେଠାରେ ଡ୍ୟୁଟିରେ ଥିଲେ। ତେବେ ପୁଲିସ ଉପସ୍ଥିତିରେ ଏଭଳି ଘଟିଥିବା ଯୋଗୁଁ ଡ୍ୟୁଟିରେ ଅବହେଳା କରିଥିବା ଅଭିଯୋଗରେ ଏହି ତିନି ଜଣଙ୍କୁ ନିଲମ୍ବିତ କରାଯାଇଛି। ଏସିପି ଶାକିର ଉଦ୍ଦିନ ସର୍ଦ୍ଦାର, ରମେଶ ଶାହା ଚୌଧୁରୀ ଏବଂ ଇନ୍ସପେକ୍ଟର ରାକେଶ ମିଞ୍ଜଙ୍କ ବିରୋଧରେ ବିଭାଗୀୟ ତଦନ୍ତ ମଧ୍ୟ ଆରମ୍ଭ କରାଯାଇଛି। ଅଗଷ୍ଟ ୧୫ ଭଙ୍ଗାରୁଜା ଘଟଣାରେ ପୁଲିସର ଭୂମିକାକୁ ନେଇ ସୁପ୍ରିମକୋର୍ଟ ଗୁରୁତର ପ୍ରଶ୍ନ ଉଠାଇବା ପରେ ଏହି ତିନି ଅଧିକାରୀଙ୍କୁ ନିଲମ୍ବିତ କରିବାକୁ ନଗର ପୁଲିସ କର୍ତ୍ତୃପକ୍ଷଙ୍କ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.