ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କେନ୍ଦୁପତ୍ର ତୋଳାଳି ହିତାଧିକାରୀଙ୍କ କଲ୍ୟାଣ ପାଇଁ ନିଆଯାଇଛି ବିଭିନ୍ନ ପଦକ୍ଷେପ : ମୁଖ୍ୟମନ୍ତ୍ରୀ

Published By : Suraj Kumar | March 26, 2025 9:17 PM

ଭୁବନେଶ୍ବର,୨୬।୩ : କେନ୍ଦୁପତ୍ର ତୋଳାଳୀ ହିତାଧିକାରୀଙ୍କ କଲ୍ୟାଣ ପାଇଁ  ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିଧାନ ସଭାରେ  ମୁଖ୍ୟମନ୍ତ୍ରୀଙ୍କ ବିବୃତି ରଖିଛନ୍ତି। ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳି ମାନଙ୍କ ପାଇଁ ଶତକଡା  ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବା ପାଇଁ  ସରକାର ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ ତୋଳାଳୀଙ୍କ ମଧ୍ୟରୁ ୮୩.୯୨% ମହିଳା ଅଟନ୍ତି  ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। 

ସେହିପରି, ୨୦,୫୦୨ ଜଣ କେନ୍ଦୁପତ୍ର ବନ୍ଧେଇ ଶ୍ରମିକମାନଙ୍କୁ ଶତକଡା ୫ ହାରରେ ୧.୯୪ କୋଟି ଟଙ୍କା ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି।  ୧୬,୭୫୪ ଜଣ କେନ୍ଦୁପତ୍ର ସାମୟିକ କର୍ମଚାରୀମାନଙ୍କୁ ଶତକଡା  ୫ ହାରରେ ୪.୯୯ କୋଟି ଟଙ୍କା ପ୍ରୋତ୍ସାହନ ରାଶି  ପ୍ରଦାନ କରିବା ପାଇଁ ସରକାର ଘୋଷଣା କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.