ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

କୋଇଲା ପରିବହନକୁ ବୃଦ୍ଧି କରିବା ପାଇଁ ସରଡେଗା-ଭାଲୁମୁଣ୍ଡା ରେଳ ଲାଇନକୁ ସ୍ବାଗତ କରିଛି ବେଦାନ୍ତ

ନୂଆଦିଲ୍ଲୀ,୨୧/୯ : ଭାରତର ବୃହତ ଆଲୁମିନିୟମ ଉତ୍ପାଦକ, ବେଦାନ୍ତ ଆଲୁମିନିୟମ, ଭାରତ ସରକାରଙ୍କ ସରଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି କାର୍ଯ୍ୟକାରୀ ହୋଇଛି । ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ଦ୍ୱାରା ଏହି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ଓଡ଼ିଶାର ବେଦାନ୍ତର ଜାମଖାନି ଓ ଘୋଗରପାଲୀ କ୍ୟାପ୍ଟିଭ ଖଣିରୁ ୧୦୦%ରେଳ ଭିତିକ କୋଇଲା ଛାଡ଼ିବା ସହିତ ସଡ଼କ ପରିବହନ ପରିବର୍ତେ ଏହି ପ୍ରକଳ୍ପ ଅଙ୍ଗାରକାମ୍ଳ ପଦଚିହ୍ନ ଓ କୋଇଲା ଲଜିଷ୍ଟିକସ ବ୍ୟୟକୁ ହ୍ରାସ କରିବ। ୩୭ କିମି ବିଶିଷ୍ଟ ରେଳ ଲାଇନ କମ୍ପାନିର କୋଇଲା ଖଣିରୁ କୋଇଲା ପରିବହନକୁ ଶୃଙ୍ଖଳିତ କରିବା ସହ ଦ୍ରୁତ ଲୋଡିଂ ସିଷ୍ଟମ ମାଧ୍ୟମରେ କ୍ରମାଗତ କୋଇଲା ଗୁଣ ଓ ଲଜିଷ୍ଟିକ୍ସକୁ ନିଶ୍ଚିତ କରିବ।  

୨୦୫୦ ସୁଦ୍ଧା ଏହାର ନେଟ ଜିରୋ କାର୍ବନ ନିର୍ଗମନ ଲକ୍ଷ୍ୟ ହାସଲ କରିବା ଦିଗରେ କମ୍ପାନିର ବ୍ୟାପକ ରଣନୀତିରେ ଏହି ବିକାଶ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ। ଯୋଗାଣ ଶୃଙ୍ଖଳାରେ ଦକ୍ଷତା ବୃଦ୍ଧି,ଯେହେତୁ କମ୍ପାନି ଏକ ସବୁଜ, ଅଧିକ ଉତ୍ସ ଦକ୍ଷ ଭବିଷ୍ୟତ ଦିଗରେ କାର୍ଯ୍ୟ କରୁଛି, ତେଣୁ ଏହି ବିକାଶ ଇନ୍ଧନ ଖର୍ଚ୍ଚ କମ କରିବାରେ ସହାୟତା କରିବ ଏହି ବିକାଶ ପଦକ୍ଷେପ ସଂପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ ସ୍ଲାଭେନ କହିଛନ୍ତି ଯେ ଏହି ଗୁରୁତ୍ୱପୂର୍ଣ୍ଣ ଭିତିଭୂମି ପ୍ରକଳ୍ପର ଡ୍ରାଇଭିଂ ପାଇଁ ଆମେ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଉଛୁ, ଯାହା ଆମର ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟ ଦକ୍ଷତାକୁ ବହୁ ଗୁଣିତ କରିବ। ୨୦୫୦ ସୁଦ୍ଧା ନେଟ ଜିରୋ କାର୍ବନ ପ୍ରତି ଆମର ପ୍ରୟାସରେ ଏହି ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲ ଖୁଂଟ ହେବ, ସବୁ ଠାରୁ ବଡ଼ କଥା ହେଉଛି ଏହି ଭିତିଭୂମି ଆଂଚଳିକ ଶିଳ୍ପ ଅଭିବୃଦ୍ଧିକୁ ସମର୍ଥନ କରିବ ଓ ଜାତୀୟ ଶିଳ୍ପକୁ ଉପକୃତ କରିବା ସହ ନିକଟବର୍ତି ଅଂଚଳରେ ଆର୍ଥିକ ସୁଯୋଗ ସୃଷ୍ଟି ହେବ।

ରେଳଲାଇନ ପ୍ରକଳ୍ପ ସ୍ଥାନୀୟ ଗୋଷ୍ଠୀଙ୍କ ଲାଗି ବିଶେଷ ଭାବରେ ନିର୍ମାଣ ଓ କାର୍ଯ୍ୟକ୍ଷମତା ପର୍ଯ୍ୟାୟରେ ନୂଆ ନିଯୁକ୍ତି ସମ୍ଭାବନା ଆଣିବ। ପରିବହନ ଦକ୍ଷତା ବୃଦ୍ଧି ଓ ଅଧିକ ପୁଞ୍ଜି ନିବେଶକୁ ଆକର୍ଷିତ କରି ଆଂଚଳିକ ଶିଳ୍ପ ବୃଦ୍ଧିରେ ସହାୟକ ହେବ। ବେଦାନ୍ତ ଆଲୁମିନିୟମର ବାହାରେ ଏହି ପ୍ରକଳ୍ପ ସମଗ୍ର ଅଂଚଳରେ ବହୁ ସକାରାତ୍ମକ ପ୍ରଭାବ ସୃଷ୍ଟି କରିବା ସହ ଅର୍ଥନୈତିକ ବିକାଶରେ ସହାୟକ ହେବ।

ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୪ ରେ ୨.୩୭ ନିୟୁତ ଟନ୍ ଆଲୁମିନିୟମ ଉତ୍ପାଦନ କରିଥିବା ସଂସ୍ଥା। ବେଦାନ୍ତ ଆଲୁମିନିୟମ ଏସଆଣ୍ଡପି ଗ୍ଲୋବାଲ କର୍ପୋରେଟ ସସଟାନବିଲିଟି ଆସସମେଂଟ ୨୦୨୩ରେ ଆଲୁମିନିୟମ ଉଦ୍ୟୋଗ ପାଇଁ ପ୍ରଥମ ରାଙ୍କ ଧାରୀ ଆଖ୍ୟା ଅର୍ଜନ କରିଛି ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା। ବେଦାନ୍ତର ବିଶ୍ୱ ଶ୍ରେଣୀୟ ଆଲୁମିନିୟମ ସ୍ମେଲଟର, ଆଲୁମିନିୟମ ରିଫାଇନାରୀ ଓ ପାୱାରପ୍ଲାଂଟର ଅତ୍ୟାଧୁନିକ ସୁବିଧା, ଦକ୍ଷ ଇଂଜିନିୟରିଂ ଶକ୍ତିକୁ ନେଇ ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.