ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଉମରକୋଟରେ ବିଜେପି ପ୍ରାର୍ଥୀ ନିତ୍ୟାନନ୍ଦ ଗଣ୍ଡଙ୍କ ବାଜିମାତ୍

ଭୁବନେଶ୍ବର,୪/୬ : ଉମରକୋଟରେ ବିଜେପି ପ୍ରାର୍ଥୀ ନିତ୍ୟାନନ୍ଦ ଗଣ୍ଡଙ୍କ ବାଜିମାତ୍ । ନିକଟତମ ପ୍ରତିଦ୍ବନ୍ଦୀ ବିଜେଡି ପ୍ରାର୍ଥିନୀ ନବୀନା ନାୟକଙ୍କଠାରୁ ୧୦୩୭୩ଖଣ୍ଡ ଭୋଟରେ ବିଜୟ ହୋଇଛନ୍ତି । ସେ ମୋଟ ୭୦୧୭୦ଖଣ୍ଡ ଭୋଟ ପାଇଛନ୍ତି । କଂଗ୍ରେସ ପ୍ରାର୍ଥୀ ସନରାଜ ଗଣ୍ଡ ମୋଟ୍ ୨୫୦୨୬ଖଣ୍ଡ ଭୋଟ୍ ପାଇଛନ୍ତି ।

ସୂଚନା ଯୋଗ୍ୟ ଯେ, ୨୦୧୯ରେ ନିତ୍ୟାତନ୍ଦ ଗଣ୍ଡ ଉମରକୋଟରୁ ବିଜେପି ବିଧାୟକ ହୋଇଥିଲେ । ୨୦୨୪ରେ ଦଳ ତାଙ୍କ ଉପରେ ଭରସା କରିଥିଲା । ଆଉ ‌ସେ ପୁଣି ଥରେ ବିଜୟୀ ହୋଇଛନ୍ତି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.