ପ୍ରମୂଖ ଖବର
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କସରତ: ୪ରେ ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା, ୫ରେ ଶପଥ ସମାରୋହ
  • ||
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର, ପ୍ରସୂତିଙ୍କଠାରୁ ନେଉଥିଲେ ଲାଞ୍ଚ

କଳାହାଣ୍ଡି, ୧୮।୧୧: କଳାହାଣ୍ଡି ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଲାଞ୍ଚ ନେଉଥିଲେ ଡାକ୍ତର ।  ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ଅଶୋକ କୁମାର ଦାସ ଜଣେ ପ୍ରସୂତିଙ୍କଠାରୁ ୬୦୦୦ ଟଙ୍କା ଲାଞ୍ଚ ନେଉଥିବା ଜଣାପଡ଼ିଛି । ପରେ ଡାକ୍ତର ଜଣକ କଳାହାଣ୍ଡି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଜଣେ ମହିଳା ପ୍ରସୂତି ପାଇଁ ଡାକ୍ତରଖାନାକୁ ଆସିଥିଲେ । ମହିଳାଙ୍କ ସ୍ଵାମୀଙ୍କଠାରୁ ସେ ଲାଞ୍ଚ ନେଉଥିଲେ । ପରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.