ଭୁବନେଶ୍ବର, ୧୧/୦୩: ଭିଜିଲାନ୍ସ ପଞ୍ଝାରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର । ବୁଧବାର ସକାଳୁ ଦୁର୍ନିତୀ ନିବାରଣ ଟିମ୍ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ରେଡ୍ ମାରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ଭିଜିଲାନ୍ସ ଟିମ୍ କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ାରେ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି ।
ଖବର ଅପଡେଟ୍ ଜାରି...