ପ୍ରମୂଖ ଖବର
  • ଉତ୍ତରପ୍ରଦେଶରେ ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା ଗାଡ଼ି, ୧୧ ମୃତ, ୨ ଆହତ
  • ||
  • ଡିଭିଲିୟର୍ସଙ୍କ ବିସ୍ଫୋରକ ଶତକ, ସାଉଥ୍ ଆଫ୍ରିକା ଚାମ୍ପିଅନ୍‌, ହାରିଲା ପାକିସ୍ତାନ
  • ||
  • ସୁନ୍ଦରଗଡ଼: ରେଳ ଧାରଣା ଉଡ଼ାଇଲେ ମାଓବାଦୀ, ମାଲବାହୀ ଟ୍ରେନ ଚଳାଚଳ ବନ୍ଦ
  • ||
  • ରାଉରକେଲା; ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକ ନିଖୋଜ, ସର୍ଚ୍ଚ ଅପରେସନ ଜାରି
  • ||
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ଭିଜିଲାନ୍ସ ଜାଲରେ ବୌଦ୍ଧ MVI,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ

Published By : Harapriya Sethi | August 3, 2025 9:26 AM

ଭୁବନେଶ୍ୱର, ୦୩/୦୮: ବୌଦ୍ଧ MVIଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ପରିବହନ ଅଧିକାରୀ ଗୋଳାପ ଚନ୍ଦ୍ର ହାଁସଦାଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । ବାରିପଦା, ବୌଦ୍ଧ ଏବଂ ଭୁବନେଶ୍ୱରର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । 

ଏନେଇ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ସର୍ଚ୍ଚ ୱାରେଣ୍ଟ ଜାରି ହେବା ପରେ ମୋଟ ୬ ଟି ସ୍ଥାନରେ ଚଢାଉ କରାଯାଉଛି । ଏହି ରେଡ୍‌ରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ବାରିପଦାର ପ୍ରଫୁଲ୍ଲ ନଗର ସ୍ଥିତ ଘର, ବୌଦ୍ଧରେ ଥିବା ଭଡ଼ା ଘର, ବୌଦ୍ଧ ଆରଟିଏରେ ଥିବା ତାଙ୍କ ଅଫିସ୍‌, ମୟୂରଭଞ୍ଜ ଗୁଡିଡିହା ଗ୍ରାମରେ ଥିବା ପୈତୃକ ଘର, ଭୁବନେଶ୍ୱରର ପାଣ୍ଡରାରେ ତାଙ୍କ ଝିଅର ଭଡା ଘର, ବାରିପଦାର ବାଗଡିହାରେ ତାଙ୍କ ସହଯୋଗୀଙ୍କ ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.