ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ସବରେଜିଷ୍ଟ୍ରାର, ୨ଟି ସ୍ଥାନରେ ଏକକାଳୀନ ଚଢାଉ

Published By : Harapriya Sethi | March 14, 2025 12:53 PM

ଭୁବନେଶ୍ୱର, ୧୪/୦୩: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ସବରେଜିଷ୍ଟ୍ରାର ଶ୍ରୀକାନ୍ତ ଡାକୁଆଙ୍କ ଘରେ ଭିଜିଲାନ୍ସ ଚଢାଉ । ଏକଲକ୍ଷ ଚୌରାଅଶି ହଜାର ଟଙ୍କା ଗାଡିରେ ଧରି ଆସୁଥିବା ବେଳେ ବୁଗୁଡା‐ମୋଟାବାଡି ନିକଟରେ ମାଡ଼ି ବସିଲା ଭିଜିଲାନ୍ସ୍ ଟିମ୍ । ଏକାସଙ୍ଗେ ଲକ୍ଷାଧିକ ଟଙ୍କା କେଉଁଠାରୁ ଆଣି କେଉଁଆଡ଼େ ଯାଉଥିଲେ, ତାହାର ଖୋଳତାଡ଼ କରୁଛି ଭିଜିଲାନ୍ସ ଟିମ୍‌ । ଘଟଣାର ତଦନ୍ତ କରି ଭିଜିଲାନ୍ସ ଟିମ୍‌ ଶ୍ରୀକାନ୍ତ ଡାକୁଆଙ୍କ ବୁଗୁଡାସ୍ଥିତ ବାସଭବନ ଏବଂ ବେଲଗୁଣ୍ଠା କାର୍ଯ୍ୟାଳୟରେ ଏକକାଳୀନ ଚଢାଉ କରୁଛି ।  







Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.