ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

କରଞ୍ଜିଆ, ୨୯/୦୫ : କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲ୍ସ ନାୟକଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ରେଡ୍ କରିଛି। ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ତିନୋଟି ସ୍ଥାନରେ ରେଡ୍ କରୁଛନ୍ତି। ତହସିଲଦାରଙ୍କ ସରକାରୀ ବାସଭବନ ସମେତ ତହସିଲ କାର୍ଯ୍ୟାଳୟ ଏବଂ ଭଦ୍ରକ ଜିଲ୍ଲାରେ ଥିବା ପୈତୃକ ଘରେ ଚଢାଉ ଚାଲିଛି।

{"id":579556,"sizeSlug":"full","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.