ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଭିଜିଲାନ୍ସ ଜାଲରେ ପଡିଲେ ଫୁଡ୍ ଇନ୍ସପେକ୍ଟର, ୫ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡିଗଲେ...

Published By : Prameya | October 1, 2024 12:14 PM

କେନ୍ଦ୍ରାପଡ଼ା ୦୧/୧୦: ଭିଜିଲାନ୍ସ ଜାଲରେ ପଡିଲେ ଫୁଡ୍ ଇନ୍ସପେକ୍ଟର। ପାଉଁରୁଟି ଫ୍ୟାକ୍ଟ୍ରି ଲାଇସେନ୍ସ ନବୀକରଣ ପାଇଁ ଟଙ୍କା ମାଗିବା ପଡିଲା ମହଙ୍ଗା। ଲାଞ୍ଚ ନେବା ବେଳେ ମଝି ରାସ୍ତାରେ ମାଡ଼ି ବସିଲା ଟିମ୍। କେନ୍ଦ୍ରାପଡ଼ା ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାରଙ୍କୁ ଧରାପଡିଛନ୍ତି। ତାଙ୍କଠାରୁ ରଙ୍ଗବୋଳା ୫ହଜାର ଟଙ୍କା ଜବତ କରାଯାଇଛି। ଖାଦ୍ୟ ସୁରକ୍ଷା ଅଧିକାରୀ ଅଫିସ ଛାନ୍‌ଭିନ୍ କରିବା ସହ ଫୁଡ୍ ଇନ୍ସପେକ୍ଟର ଅଟକ ରଖି ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍  ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.