ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଦଳବିରୋଧୀ କାର୍ଯ୍ୟ ଯୋଗୁଁ ବିଜେପିରୁ ବିଜୟ ମହାପାତ୍ର- ସାରଦା ପ୍ରଧାନ ବହିଷ୍କୃତ

ଭୁବନେଶ୍ବର,୧୭/୫ :  ବିଜେପିରୁ ବରିଷ୍ଠ ନେତା ବିଜୟ ବିଜୟ ମହାପାତ୍ର ବହିଷ୍କୃତ ।  ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ହୋଇଛନ୍ତି ବହିଷ୍କୃତ । ଦଳ ବିରୋଧି କାର୍ଯ୍ୟ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏଥିସହ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଯାଇଛି । ରାଜ୍ୟ ବିଜେପି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଏହି ଆକ୍ସନ ନିଆଯାଇଛି ।ପ୍ରେସ ବିଜ୍ଞପ୍ତିରେ ରାଜ୍ୟ ବିଜେପି ଏହି ସୂଚନା ଦିଆଯାଇଛି ।

ସେଥିରେ ଲେଖାଯାଇଛି କି, ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାପାତ୍ର ଓ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.