ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ଦଳବିରୋଧୀ କାର୍ଯ୍ୟ ଯୋଗୁଁ ବିଜେପିରୁ ବିଜୟ ମହାପାତ୍ର- ସାରଦା ପ୍ରଧାନ ବହିଷ୍କୃତ

ଭୁବନେଶ୍ବର,୧୭/୫ :  ବିଜେପିରୁ ବରିଷ୍ଠ ନେତା ବିଜୟ ବିଜୟ ମହାପାତ୍ର ବହିଷ୍କୃତ ।  ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ହୋଇଛନ୍ତି ବହିଷ୍କୃତ । ଦଳ ବିରୋଧି କାର୍ଯ୍ୟ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏଥିସହ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଯାଇଛି । ରାଜ୍ୟ ବିଜେପି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଏହି ଆକ୍ସନ ନିଆଯାଇଛି ।ପ୍ରେସ ବିଜ୍ଞପ୍ତିରେ ରାଜ୍ୟ ବିଜେପି ଏହି ସୂଚନା ଦିଆଯାଇଛି ।

ସେଥିରେ ଲେଖାଯାଇଛି କି, ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାପାତ୍ର ଓ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.