ପ୍ରମୂଖ ଖବର
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
  • ||
  • ବାଲେଶ୍ବର ଏଫ୍‌ଏମ୍‌ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା,ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • ଏସଆଇଆର ଲଢେଇ, ନିର୍ବାଚନ କମିଶନଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିପାରେ ବିରୋଧୀ
  • ||
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ପ୍ରେମୀ ଯୁଗଳଙ୍କୁ ଉଦ୍ଧାର କରିବାକୁ ଯାଇ ପୁଲିସ ହଟହଟା; ଗ୍ରାମବାସୀଙ୍କ ସହ ଧସ୍ତାଧସ୍ତି

Published By : Rasmita Pradhan | August 18, 2025 1:24 PM

କଣ୍ଟାବାଞ୍ଜି, ୧୮/୦୮ : ପ୍ରେମୀ ଯୁଗଳଙ୍କୁ ଉଦ୍ଧାର କରିବାକୁ ଯାଇ ପୁଲିସ ହଟହଟା। ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହେଲେ ପୁଲିସ କର୍ମଚାରୀ। ଗ୍ରାମବାସୀଙ୍କ ସହ ଧସ୍ତାଧସ୍ତି ସ୍ଥିତି। ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ଗାଁରେ ଏଭଳି ଘଟଣା ଘଟିଛି ।

ସୂଚନାନୁଯାୟୀ, କିଛି ଦିନ ପୂର୍ବରୁ ବଙ୍ଗୋମୁଣ୍ଡା ଥାନା ଅଞ୍ଚଳର ପ୍ରେମୀ ଯୁଗଳ ଘର ଛାଡ଼ି ଚାଲିଯାଇଥିଲେ। ଏନେଇ ଝିଅ ଘର ପକ୍ଷରୁ ବଙ୍ଗୋମୁଣ୍ଡା ଥାନାରେ ଏତଲା ଦିଆଯାଇଥିଲା। ଆଜି ଗ୍ରାମବାସୀମାନେ ଯୁବକ ଯୁବତୀଙ୍କୁ ଅଟକ ରଖିଥିଲେ। ଏହି ଖବର ପାଇ ବଙ୍ଗୋମୁଣ୍ଡା ପୁଲିସ ସେମାନଙ୍କୁ ଉଦ୍ଧାର କରିବାକୁ ବିରିପାଲି ଗାଁରେ ପହଞ୍ଚିଥିଲା। ସେଠାରେ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଛି। ଗ୍ରାମବାସୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.