ପ୍ରମୂଖ ଖବର
  • ସୋର : ପାଇଖାନା ଟାଙ୍କି କାମ କରୁଥିଲେ, ବିଦ୍ୟୁତ ଆଘାତରେ ୩ ଶ୍ରମିକ ମୃତ
  • ||
  • ସରିଲା କ୍ରିକେଟର ରିଙ୍କୁ ସିଂଙ୍କ ନିର୍ବନ୍ଧ; ପ୍ରିୟା ସରୋଜଙ୍କୁ ପିନ୍ଧାଇଲେ ମୁଦି, ଲୁହ ଅଟକାଇ ପାରିଲେନି ସାଂସଦ
  • ||
  • ଶିଳ୍ପ ବିକାଶ ନେଇ ରାଜ୍ୟ ସରକାରଙ୍କ ବୈଠକ, ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
  • ||
  • ୧୭ ବର୍ଷ, ଅନେକ ଚ୍ୟାଲେଞ୍ଜ ଆଉ ଐତିହାସିକ ଚେନାବ ବ୍ରିଜ... ଜାଣନ୍ତୁ କିଏ ମାଧବୀ ଲତା ? ତୁଲାଇଥିଲେ ବଡ଼ ଭୂମିକା
  • ||
  • ଅନୁଗୁଳ : ବିଦ୍ୟୁତ୍ ଆଘାତରେ ଶିଶୁପୁତ୍ର ଗୁରୁତର, ମେଡିକାଲରେ ଭର୍ତ୍ତି
  • ||
  • ଅନୁଗୁଳ : କାରଖାନାରେ ଅଘଟଣ, ୧୫ ଫୁଟ ଉଚ୍ଚରୁ ପଡ଼ି ଶ୍ରମିକ ମୃତ
  • ||
  • ଢେଙ୍କାନାଳ : ବଗିଚା ଜଗିବାକୁ ଯିବାବେଳେ କଚାଡି ଦେଲା ହାତୀ, ବୃଦ୍ଧ ଗୁରୁତର
  • ||
  • ରାଜଧାନୀ‌ରେ ଚାଞ୍ଚଲ୍ୟ: ନାବାଳିକାକୁ ସେବାୟତଙ୍କ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
  • ||
  • ଏଲନ ମସ୍କଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡିବ...ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ
  • ||
  • ଅଶାନ୍ତ ମଣିପୁର; ୫ ଦିନ ୫ ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ
  • ||
  • ଭଦ୍ରକ : ଓଲଟିଲା ବାଲି ବୋଝେଇ ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ପରିବାରଲୋକେ
  • ||
  • କୋଲମ୍ବିଆରେ ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲଙ୍କୁ ଗୁଳିମାଡ଼, ସଙ୍କଟାପନ୍ନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ତତଲା କଢ଼େଇରେ ସିଝୁଛି ଓଡ଼ିଶା: ୩ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ତାତି, ସୋମବାର ୪୪ ଡିଗ୍ରୀ ଛୁଇଁପାରେ ପାରଦ
  • ||

ପୋଡିଗଲା ଟ୍ରାନ୍ସଫର୍ମର : ୪ ଦିନ ହେଲା ଅନ୍ଧାରରେ ରହିଛନ୍ତି ୭୫ ପରିବାର

Published By : Suraj Kumar | June 8, 2025 6:27 PM

ନରସିଂହପୁର, ୮।୬ : ନରସିଂହପୁର ବ୍ଲକ ଅନ୍ତର୍ଗତ ଜୟପୁର ରେ ଗତ ୫ ତାରିଖ ମଧ୍ୟାହ୍ନ ପ୍ରାୟ ୨ ଟାରେ ହଠାତ ବଜ୍ରପାତ ଘଟି ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯାଇଥିଲା। ଫଳରେ ୪ ଦିନ ହେଲା ଜୟପୁର, ଆଦିବାସୀ ସାହି,ଦେହୁରୀ ସାହିର ପ୍ରାୟ ୭୫ ପରିବାର  ୪ ଦିନ ହେଲାଣି ଅନ୍ଧାରରେ ରହିଛନ୍ତି। 

ବିଦ୍ୟୁତ ନଥିବାରୁ ଅସହ୍ୟ ଗରମ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ଖାଲି ସେତିକି ନୁହେଁ ଜଙ୍ଗଲ ହାତୀ ଆସି ଘର ଚାରିପାଖରେ ଉପଦ୍ରଵ କରୁଛନ୍ତି। ସଂଧ୍ୟା ହେଲେ ଘରୁ ଲୋକମାନେ ବାହାରକୁ ବାହାରିବା କଷ୍ଟକର ହୋଇ ପଡିଛି।ତୁରନ୍ତ ବିଦ୍ୟୁତ ଯୋଗାଣ ପାଇଁ ଗ୍ରାମବାସୀ ଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ନୂତନ ଟ୍ରାନ୍ସଫର୍ମର ଲଗାଯାଉନଥିବାରୁ ଅସନ୍ତୋଷ ବଢୁଛି । ତୁରନ୍ତ ବିଦ୍ୟୁତ ଟ୍ରାନ୍ସଫର୍ମର ଲଗାଇବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବୀ ହେଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.