PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ମାୟାବିନୀ ଅର୍ଚ୍ଚନା ନାଗ ମାମଲା: ପୁଣି ହାଜର ହେଲେ ଠିକାଦାର, ପଦାକୁ ଆସିଲା ରଣଜୀ ଖେଳାଳିଙ୍କ ଲିଙ୍କ୍‌
  • ||
  • ଭୁବନେଶ୍ୱର: ଆଜିଠୁ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଭୁବନେଶ୍ୱର: ଶୀତ ସାମାନ୍ୟ କମିବ, ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା: ୮ଟି ସ୍ଥାନରେ ରାତି ତାପମାତ୍ରା ୧୧ ଡିଗ୍ରୀ ତଳେ
  • ||

ବାଲେଶ୍ୱରରେ ମୃଦୁ ଉତ୍ତେଜନା

ବାଲେଶ୍ୱର,୫/୧୦(ଆ.ପ୍ର): ଦଶହରା ଅବସରରେ ବାଲେଶ୍ୱରରେ ଉତ୍ତେଜନା ଦେଖିବାକୁ ମିଳିଛି । ସୂଚନା ମୁତାବକ, ଭସାଣୀ ପାଇଁ ପୁରୁଣା ବାଲେଶ୍ୱରରୁ ଏକ ଆଖଡ଼ା ଦଳ ଆଖଡ଼ା ପ୍ରଦର୍ଶନ କରିବା ପାଇଁ ସିନେମା ଛକ ଆସୁଥିଲେ । ତେବେ ଅନ୍ୟ ଏକ ଗୋଷ୍ଠୀର କିଛି ଯୁବକ ସେମାନଙ୍କୁ ଅଟକାଇ ବିରୋଧ ପ୍ରଦର୍ଶନ କରିଥିଲେ । କିଛି ସମୟ ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଫଳରେ ରାସ୍ତାରେ ସେମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଁଚିଛି । ଏହାକୁ ନେଇ ସ୍ଥାନୀୟ ଅଂଚଳରେ ମୃଦ ଉତ୍ତେଜନା ସୃଷ୍ଟି ହୋଇଛି ।