ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ

Published By : Harapriya Sethi | October 5, 2024 10:11 AM

ରାଇରଙ୍ଗପୁର,୦୫/୧୦: ନକଲି ବିଦେଶୀ ମଦ କାରଖାନାରେ ଅବକାରୀ ବିଭାଗର ଅଚାନକ ଚଢାଉ । ହିଞ୍ଜିଳି ଗ୍ରାମ ନିକଟରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ଏହି କାର୍ଯ୍ୟରେ ବ୍ୟବହୃତ ବୋଲେରୋ ଗାଡ଼ି ଜବତ ହୋଇଛି । ଏହି ଘଟଣାରେ ଜଣେ ଅଭିଯୁକ୍ତ ଗିରଫ ହୋଇଥିବାବେଳେ ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ହିଞ୍ଜିଳି ଗ୍ରାମ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ହିଞ୍ଜଳି ଗ୍ରାମ ନିକଟରେ ନକଲି ବିଦେଶୀ ମଦ, ଠିପି ,ଲେବୁଲ ଅତ୍ୟାଦି ତିଆରି ହେଉଥିବା ନେଇ ପୂର୍ବରୁ ଖବର ପାଇଥିଲା ଅବକାରୀ ବିଭାଗ । ଖବର ପାଇ ଅଚାନକ ଉକ୍ତ ସ୍ଥାନରେ ଚଢାଉ କରିଥିଲା । ସେଠାରେ ନକଲି ବିଦେଶୀ ମଦ, ଠିପି ,ଲେବୁଲ ତିଆରି ପ୍ରସ୍ତୁତ କରାଯାଉଥିବାର ଦେଖିଥିଲା । ଉକ୍ତ ସ୍ଥାନରେ ଚଢାଉ କରି ସମସ୍ତ ନକଲି ଦ୍ରବ୍ୟ ଜବତ କରିବା ସହ ଏକ ବୋଲେରୋ ଗାଡ଼ି ମଧ୍ୟ ଜବତ କରିଛି ଅବକାରୀ ବିଭାଗ । ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି ଟିମ୍‌ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.