ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ, ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ନିର୍ଦ୍ଦେଶ

ପୁରୀ, ୧୧/୧୧ : ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଶନିବାର ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ସମୀକ୍ଷା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ କରିଛନ୍ତି। ଏହି ବୈଠକରେ ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି 5T ଅଧ୍ୟକ୍ଷ। 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀକ୍ଷେତ୍ରକୁ ବିଶ୍ଵ ଐତିହ୍ୟ ନଗରୀ ଭାବ ଗଢି ତୋଳିବା ପାଇଁ ପୁରୀ ସହରରେ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ବିଭିନ୍ନ ସମୟରେ ପୁରୀ ଗସ୍ତରେ ଆସି ଏସମସ୍ତ କାର୍ଯ୍ୟର ତଦାରଖ ଓ ଅନୁଧ୍ୟାନ କରୁଛନ୍ତି। 


 

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.