ପ୍ରମୂଖ ଖବର
  • ରାଜ୍ୟ ବଜେଟ୍ ଉପସ୍ଥାପିତ, ଧାନ କ୍ବିଣ୍ଟାଲ ୩୧ ଶହ ଟଙ୍କା
  • ||
  • ୨୬ରେ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବ: ଅଷ୍ଟ୍ରେର୍ଲିଜ ପୋଲରୁ ଆରମ୍ଭ, ଆଇଫିଲ୍‌ ଟାୱାରରେ ଶେଷ
  • ||
  • ମୋହନ ସରକାରଙ୍କ ପ୍ରଥମ ବଜେଟ୍, ୨୦୨୪-୨୫ ପାଇଁ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍ ଅପରାହ୍ନ ୫ଟା ଉପସ୍ଥାପନ
  • ||
  • ଆସନ୍ତା ୨୭ରେ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା: ଆଜି ତିନି ଜିଲ୍ଲାକୁ ଆଲର୍ଟ ଜାରି
  • ||

ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ, ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ନିର୍ଦ୍ଦେଶ

ପୁରୀ, ୧୧/୧୧ : ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଶନିବାର ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ସମୀକ୍ଷା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ କରିଛନ୍ତି। ଏହି ବୈଠକରେ ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି 5T ଅଧ୍ୟକ୍ଷ। 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀକ୍ଷେତ୍ରକୁ ବିଶ୍ଵ ଐତିହ୍ୟ ନଗରୀ ଭାବ ଗଢି ତୋଳିବା ପାଇଁ ପୁରୀ ସହରରେ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ବିଭିନ୍ନ ସମୟରେ ପୁରୀ ଗସ୍ତରେ ଆସି ଏସମସ୍ତ କାର୍ଯ୍ୟର ତଦାରଖ ଓ ଅନୁଧ୍ୟାନ କରୁଛନ୍ତି। 


 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.