ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ, କେନାଲରେ ବୁଡ଼ିଗଲେ ଭିସୁଟ୍ ଛାତ୍ର

Published By : Rasmita Pradhan | March 13, 2025 3:00 PM

ସମ୍ବଲପୁର, ୧୩/୦୩ : ଗାଧୋଇବା ବେଳେ କେନାଲରେ ବୁଡ଼ିଗଲେ ଭିସୁଟ୍ ଛାତ୍ର। ବୁର୍ଲା ଅଠର ହଜାର ଠାରେ ଗାଧୋଉଥିବା ବେଳେ ପାୱାର କେନାଲରେ ବୁଡ଼ିଗଲେ ଛାତ୍ର। ମୃତକ ଜଣଙ୍କ ହେଉଛନ୍ତି ସିଭିଲ ଇଞ୍ଜିନିୟରିଂ ପ୍ରଥମ ବର୍ଷର ପ୍ରିୟାଂଶୁ ପ୍ରକାଶ ବେହେରା (୧୯ ବର୍ଷ)। 

ସୂଚନାନୁଯାୟୀ, ପ୍ରିୟାଂଶୁଙ୍କ ଘର ଢେଙ୍କାନାଳ ଜିଲ୍ଲାରେ। ସେ ଭିସୁଟ୍‌ରେ ପାଠ ପଢୁଥିଲେ। ଆଜି ପ୍ରିୟାଂଶୁ ସାଙ୍ଗମାନଙ୍କ ସହ ଅଠର ହଜାର ନିକଟ ପାୱାର କେନାଲକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁଁ ସେ ପାଣିରେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ଦ୍ଵିତୀୟ ବିବାହ ପାଇଁ କଣ୍ଟା ସାଜିଲେ ୨ ପୁଅ, ହତ୍ୟା କରି ରାସ୍ତା ସଫା କରିଦେଲା ନୃଶଂସ ବାପା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.