ପ୍ରମୂଖ ଖବର
  • ଶେଖ୍ ହସିନା ଦେଇଥିଲେ ନରସଂହାର ଆଦେଶ ! ବାଂଲାଦେଶୀ ଟ୍ରିବ୍ୟୁନାଲରେ ଶୁଣାଣି, ହୋଇପାରେ ମୃତ୍ୟୁ ଦଣ୍ଡାଦେଶ
  • ||
  • ସମ୍ବଲପୁର: ସମ୍ବଲପୁର ‘କୃଷି ଭବନ’ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ, କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବ କୃଷି ଭବନ
  • ||
  • ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ପୁଣି ଭାଇରାଲ୍‌, ଚୁନରା ସେବକଙ୍କ ସମ୍ପୃକ୍ତି ନେଇ ସନ୍ଦେହ
  • ||
  • ଭୁବନେଶ୍ୱର: ରାଜ୍ୟରେ ପୁଣି ବ୍ୟାପିଲାଣି କରୋନା, ୧୧ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା
  • ||
  • ସୁନ୍ଦରଗଡ଼ : ଆଇଇଡି ବିସ୍ଫୋରଣରେ ଯୁବକ ଆହତ
  • ||
  • ଭୁବନେଶ୍ୱର : ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ପଛକୁ ପଛ ପିଟିହେଲା ୪ ଗାଡ଼ି, ଏକାଧିକ ଆହତ
  • ||
  • ପାକ୍ ଗୁପ୍ତଚର ମାମଲାରେ NIAର ବଡ଼ କାର୍ଯ୍ୟାନୁଷ୍ଠାନ, ୮ଟି ରାଜ୍ୟର ୧୫ଟି ସ୍ଥାନରେ ରେଡ୍
  • ||
  • ଅନୁଗୁଳ : ମସୁଣିହତା ଗାଁରେ ଯୁବକଙ୍କୁ ଗଳା କାଟି ହତ୍ୟା, ଅଭିଯୁକ୍ତ ଗିରଫ
  • ||
  • ସୁପର୍ ସନ୍‌ଡେ'ରେ ଦ୍ୱିତୀୟ କ୍ୱାଲିଫାୟର: ପ୍ରତିଶୋଧ ପାଇଁ ପ୍ରସ୍ତୁତ ମୁମ୍ବାଇ ଇଣ୍ଡିଆନ୍ସ, ଫାଇନାଲ୍‌ ଲକ୍ଷ୍ୟରେ ପଞ୍ଜାବ କିଙ୍ଗ୍‌ସ
  • ||
  • ନୟାଗଡ଼ : ଡାକ୍ତରଙ୍କ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ, ଡାକ୍ତରଖାନାରେ ଚାପା ଉତ୍ତେଜନା
  • ||
  • ଭୟଙ୍କର ଟ୍ରେନ ଦୁର୍ଘଟଣା; ପୋଲ ଭାଙ୍ଗି ଟ୍ରାକରୁ ଖସିଲା ଟ୍ରେନ, ୭ ମୃୃତ ୩୦ ଆହତ
  • ||
  • କଳାହାଣ୍ଡି : ବନମାଳୀପୁର ରାସ୍ତାରୁ ବାଇକ୍‌ ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରୁଷ-ୟୁକ୍ରେନ୍ ସୀମା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ୭ ମୃତ, ୩୦ ଆହତ,ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା
  • ||
  • ରାଜ୍ୟରେ ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ, କୋଭିଡ୍‌ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ ମୃତକ ବୃଦ୍ଧ
  • ||
  • Miss World 2025: ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଲେ ଥାଇଲାଣ୍ଡର ଓପଲ ସୁଚାତା, ଭାଙ୍ଗିଲା ଭାରତର ନନ୍ଦିନୀ ଗୁପ୍ତାଙ୍କ ସ୍ୱପ୍ନ
  • ||
  • ଲୁଚକାଳି ଖେଳୁଛି ମୌସୁମୀ ! ରାଜ୍ୟରେ କମିଛି ବର୍ଷା, ୨ରୁ ୪ ଡିଗ୍ରୀ ବଢ଼ିପାରେ ତାତି
  • ||

ବ୍ୟାସନଗର ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶ, ଅର୍ଚ୍ଚନା ଶର୍ମା ଶ୍ରେଷ୍ଠ ସ୍ନାତକ

Published By : Rasmita Pradhan | May 31, 2025 12:42 PM

ବ୍ୟାସନଗର, ୩୧/୦୫ : ଯାଜପୁର ଜିଲ୍ଲା ବ୍ୟାସନଗର ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳା ବିଭାଗର ଅର୍ଥନୀତି ଛାତ୍ରୀ ଅର୍ଚ୍ଚନା ଶର୍ମା ଶ୍ରେଷ୍ଠ ସ୍ନାତକ ହୋଇଛନ୍ତି। 

ବ୍ୟାସନଗର କଲେଜ ଅଧ୍ୟକ୍ଷ ଶରତ କୁମାର ମଲିକ ଏବଂ ପରୀକ୍ଷା ନିୟନ୍ତ୍ରକ ମହମ୍ମଦ ଟୀକା ଖାନଙ୍କ ସୂଚନା ମୁତାବକ, ଚଳିତ ବର୍ଷ କଳାରେ ୨୨୫ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୨୧୬(୯୬%)ଜଣ ଉତୀର୍ଣ୍ଣ ହୋଇଛନ୍ତି। ସେହିପରି ବିଜ୍ଞାନରେ ୧୯୩ ଜଣ ପରୀକ୍ଷା ଦେଇଥିବା ବେଳେ ୧୮୯(୯୮%) ଏବଂ ବାଣିଜ୍ୟରେ ୧୬୦ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୫୦ (୯୩%) ଜଣ ଉତୀର୍ଣ୍ଣ ହୋଇଛନ୍ତି। କେବଳ ବାଣିଜ୍ୟକୁ ବାଦ୍ ଦେଲେ ଉଭୟ କଳା ଏବଂ ବିଜ୍ଞାନରେ ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ଉତୀର୍ଣ୍ଣ ସଂଖ୍ୟା ଅଧିକ। କଳାରେ ଅର୍ଥନୀତି ଛାତ୍ରୀ ଅର୍ଚ୍ଚନା ଶର୍ମା ୨୪୮୭ ନମ୍ବର ରଖି ବିଭାଗୀୟ ଟପ୍ପର ହୋଇଥିବା ବେଳେ ବିଜ୍ଞାନରେ ପଦାର୍ଥ ବିଜ୍ଞାନ ଛାତ୍ର ଦୀନେଶ ନାୟକ ୨୪୧୬ ନମ୍ବର ଏବଂ ବାଣିଜ୍ୟରେ ସ୍ମୃତିଶିଖା ମିଶ୍ର ୨୩୮୫ ନମ୍ବର ରହି ବିଭାଗୀୟ ଟପ୍ପର ସାଜିଛନ୍ତି। ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ଫଳାଫଳର ପ୍ରତିଶତ ବଢିଥିବା ଅଧ୍ୟକ୍ଷ ଶ୍ରୀ ମଲିକ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.