ପ୍ରମୂଖ ଖବର
  • ହାଇପ୍ରୋଫାଇଲ ଠକ ଯୋଡି ହଂସିକା-ଅନିଲଙ୍କୁ ଆଶ୍ବସ୍ତି, ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍
  • ||
  • ଦେବଗଡ଼ : ଶଗଡ଼ ଗାଡ଼ିକୁ ଧକ୍କା ଦେଇ ଅଜଣା ଗାଡ଼ି ଫେରାର, ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ବୈପାରୀଗୁଡ଼ା ଥାନା ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୨ ଜବତ ଗାଡି
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଦିଲ୍ଲୀ ବାସଭବନ ୮୪ ବର୍ଷ ବୟସରେ ବିୟୋଗ
  • ||
  • ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାମୁହିଁ; ଜଣ ଆତଙ୍କୀ ସଫା
  • ||
  • ସୁନ୍ଦରଗଡ଼ : ଗୋମାଂସକୁ ନେଇ ମୁଣ୍ଡାଗାଁରେ ଉତ୍ତେଜନା, ଜଣେ ଗିରଫ
  • ||
  • ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଖିବାକୁ ମିଳିଲା ଦୁର୍ଲଭ ଦୃଶ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ, ଧୋଇଗଲା ପ୍ରଶ୍ନକାଳ, ଦିନ ୧୨ଟା ୧୫ ମିନିଟ୍ ଯାଏ ଗୃହ ମୁଲବତୀ
  • ||
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା’ ଉପଲକ୍ଷେ ରାଜଧାନୀରେ ୱାକାଥନ୍

Published By : Harapriya Sethi | February 14, 2025 2:53 PM

ଭୁବନେଶ୍ୱର,୧୪/୦୨: ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୫ ଉପଲକ୍ଷେ ଆଜି ସକାଳ ୬ଟାରେ ଏକ ୱାକାଥନ ଅନୁଷ୍ଠିତ ହୋଇଯାଇଛି । ଏହି ୱାକାଥନକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଓୟୁଏଟି କଲେଜଠାରୁ ବରମୁଣ୍ଡା ବିଜୁ ପଟ୍ଟନାୟକ ପଡ଼ିଆ ପର୍ଯ୍ୟନ୍ତ ଏହି ୱାକାଥନ୍ ଆୟୋଜିତ ହୋଇଥିଲା । ମତ୍ସ୍ୟଚାଷ ଓ ପଶୁ ପାଳନର ଉପାଦେୟତା ସମ୍ପର୍କରେ ଜନସଚେତନତା ପାଇଁ ପ୍ଲାକାର୍ଡ ମାଧ୍ୟମରେ ଅନେକ ବାର୍ତ୍ତା ଦିଆଯାଇଥିଲା । 

ଏହି ୱାକାଥନ୍‌ରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲମ୍, ପଶୁ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.