ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ

Published By : Rasmita Pradhan | October 22, 2024 12:19 PM

ବାସୁଦେବପୁର, ୨୨/୧୦ : ଆସୁଛି ବାତ୍ୟା ଦାନା। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାସୁଦେବପୁର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିନଥିବା ବେଳେ ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା ଆରମ୍ଭ ହୋଇଛି। ମଙ୍ଗଳବାର ମତ୍ସ୍ୟ ବିଭାଗ ତରଫରୁ ଡକାବାଜି ଯନ୍ତ୍ର ସାହାଯ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଏଥିସହିତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲି ଆସିବାକୁ କୁହାଯାଇଛି।

ଅନ୍ୟପଟେ ବାସୁଦେବପୁର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକ ସୁରକ୍ଷିତ ନଥିବା ବେଳେ ପ୍ରଶାସନ ତରଫରୁ କୌଣସି ତତ୍ପରତା ଦେଖାଦେଇ ନାହିଁ। ବୋଟ୍ ମାଲିକମାନେ ବୋଟଗୁଡିକୁ କୂଳରେ ବନ୍ଧାବନ୍ଧି କରୁଥିବା ଦେଖିବାକୁ ମିଳିଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.