ପ୍ରମୂଖ ଖବର
  • ଆହୁରି କଲବଲ କରିବ ବର୍ଷା, ଆଜି ୧୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ
  • ||
  • ଶୁକ୍ରବାର ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ବନ୍ଦ ରହିବ ଜଳ ଯୋଗାଣ,ଆଗୁଆ ସଂରକ୍ଷିତ କରି ରଖନ୍ତୁ ପାଣି
  • ||
  • ଜମ୍ମୁ-କାଶ୍ମୀର ପୁଞ୍ଚରେ ଏନ୍‌କାଉଣ୍ଟର, ୨ ଆତଙ୍କୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • 'ନିସାର' କାଉଣ୍ଟଡାଉନ୍‌, ଇସ୍ରୋ-ନାସାର ମିଳିତ ମହାମିଶନ୍, ଅପରାହ୍ନ ୫ଟା୪୦ର ଲଞ୍ଚ ହେବ ମହଙ୍ଗା ସାଟେଲାଇଟ୍‌ ନିସାର
  • ||
  • ଭୂକମ୍ପ ଝଟକାରେ ଥରିଲା ଋଷ, ୮.୭ ତୀବ୍ରତା ରେକର୍ଡ, ଜାପାନରୁ ଆମେରିକା ଯାଏ ପ୍ରଭାବ, ସୁନାମୀ ଆଲର୍ଟ
  • ||
  • ଗାଜାରେ ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ, ୬୨ ମୃତ,ଶତାଧିକ ଆହତ,
  • ||

ବେନାଗୁଡ଼ାରୁ ୱାରେଣ୍ଟି ଗିରଫ

Published By : Gurupada Nath | July 29, 2025 7:26 PM

କର୍ଲାମୁଣ୍ଡା,୨୯/୭ : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅନ୍ତର୍ଗତ ବେନାଗୁଡ଼ା ଗ୍ରାମରୁ ଏକ ୱାରେଣ୍ଟିକୁ ପୁଲିସ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି l ସୂଚନା ଅନୁସାରେ ମ ରାମପୁର ଥାନାରେ ବେନାଗୁଡ଼ା ଗ୍ରାମର ଟୁକୁ ଦାସଭୋଇଙ୍କ ନାମରେ କେଶ ନଂ ୧୮୮/୨୨ରେ ଏକ ମାମଲା ରୁଜୁ ହୋଇଥିଲା l 

ତେବେ କଳାହାଣ୍ଡି ଅତିରିକ୍ତ ଜିଲ୍ଲା ଓ ସେସନ ଜର୍ଜଙ୍କ କୋର୍ଟରୁ ଏନବିଡବ୍ଲୁ ସି ଟି ନଂ ୪୨/୨୩ରେ ଟୁକୁଙ୍କ ବିପକ୍ଷରେ ଏକ ଜାମିନ ବିହୀନ ଗିରଫ ପରୱାନା ଜାରି ହୋଇଥିଲା l ଆଜି ରିଷିଡା ଫାଣ୍ଡି ଅଧିକାରୀ ମନୁଆ ବିଡ଼ିକା ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.