ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

‘ଏହି ପିଢିଙ୍କୁ ଜଣାନାହିଁ ସେ ...’ ଅଜ୍ଞାତବାସରେ ଥିବା ପାକିସ୍ତାନର ପୂର୍ବତନ କ୍ରିକେଟରଙ୍କୁ ନେଇ ଭାବୁକ ହେଲେ ଓ୍ବାସିମ ଆକରମ, କହିଲେ ଏଭଳି କିଛି...

ନୂଆଦିଲ୍ଲୀ, ୭/୯ :  ପାକିସ୍ତାନର ପୂର୍ବତନ କ୍ରିକେଟର ଓ୍ବାସିମ ଆକରମ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ ସେୟାର କରିଛନ୍ତି ଯେଉଁଥିରେ ସେ ପାକିସ୍ତାନର ଜଣେ ପୂର୍ବତନ କ୍ରିକେଟରଙ୍କୁ ମନେ ପକାଇ ଦେଇଛନ୍ତି । ସେ ମନେ ପକାଇଥିବା କ୍ରିକେଟର ଜଣଙ୍କ ହେଲେ ବିଶ୍ବର ମହାନ କ୍ରିକେଟରଙ୍କ ମଧ୍ୟରୁ ଜଣେ । ପ୍ରକାଶ ଯେ, ୬ସେପ୍ଟେମ୍ବରରେ ପାକିସ୍ତାନର ପୂର୍ବତନ କ୍ରିକେଟର ସଇଦ ଅନଓ୍ବରଙ୍କ ଜନ୍ମଦିନ ଥିଲା।  ଜନ୍ମଦିନ ଅବସରରେ ଓ୍ବାସିମ ଏକ୍ସରେ ପୋଷ୍ଟ ସେୟାର କରିଥିଲେ ଏବଂ ସଇଦ ଅନଓ୍ବରଙ୍କୁ ଲେଖିଥିଲେ କି, ମହାନ କ୍ରିକେଟରଙ୍କ ମଧ୍ୟରୁ ଜଣଙ୍କୁ ଜନ୍ମଦିନର ଶୁଭକାମନା... ଏହି ପିଢୀ ଜାଣିନାହାନ୍ତି ସେ କେତେ ଭଲ ଥିଲେ’ । ଓ୍ବାସିମ ଏହି ପୋଷ୍ଟ ସେୟାର କରି ଆଜିର ପିଢୀଙ୍କୁ ଏହା କହିବାକୁ ପ୍ରୟାସ କରିଛନ୍ତି କି ସଇଦ ନିଜ ସମୟରେ ଯେଉଁ ଭଳି ଅନ୍ଦାଜରେ ବ୍ୟାଟିଂ କରୁଥିଲେ ତାହା ଅଦଭୁତ ଥିଲା । ହୁଏତ ଆଜି ତାଙ୍କ ବିଷୟରେ କଥା ହେଉ ନାହିଁ କିନ୍ତୁ ‌ସେ ମହାନ କ୍ରିକେଟରଙ୍କ ମଧ୍ୟରେ ସାମିଲ ଅଛନ୍ତି । ଓ୍ବାସିମଙ୍କ ଏହି ପୋଷ୍ଟ ସୋସିଆଲ ମିଡ଼ିଆରେ ଏବେ ଖୁବ୍ ଭାଇରାଲ ହେବାରେ ଲାଗିଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.