ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ସୂର୍ଯ୍ୟମନ୍ଦିରରେ ଜମୁଛି ପାଣି; ନିରାଶ ହେଇ ଫେରୁଛନ୍ତି ପର୍ଯ୍ୟଟକ

Published By : Bijay Swain | May 28, 2025 6:26 PM

କୋଣାର୍କ,୨୮।୫(ଆପ୍ର): ଲଘୁଚାପ ପ୍ରଭାବରେ କୋଣାର୍କ ଅଞ୍ଚଳରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁଁ ସୂର୍ଯ୍ୟମନ୍ଦିର ପରିସରରେ ପାଣି ଜମି ରହୁଛି। ସୂର୍ଯ୍ୟମନ୍ଦିର ଦକ୍ଷିଣ ଓ ଉତ୍ତର କୋଣରେ ପାଣି ଜମି ରହିବାରୁ ପର୍ଯ୍ୟଟକମାନେ ସୂକ୍ଷ୍ମ କାରୁକାର୍ଯ୍ୟ ଦେଖିବାରୁ ବଞ୍ଚିତ ହୋଇଛନ୍ତି। ଦୂରଦୂରାନ୍ତରୁ ଆସିଥିବା ପର୍ଯ୍ୟଟକ ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ନପାରି ନିରାଶ ହୋଇ ଫେରିଥିଲେ। 

ସୂର୍ଯ୍ୟମନ୍ଦିର ଭିତରେ ଆଶ୍ରୟସ୍ଥଳୀ ନଥିବାରୁ ପର୍ଯ୍ୟଟକମାନେ ଘଣ୍ଟା ଘଣ୍ଟା ଧରି ନାଟ୍ୟମନ୍ଦିର ନିକଟରେ ଥିବା ବରଗଛ ତଳେ ଆଶ୍ରୟ ନେଉଛନ୍ତି। ମନ୍ଦିର ଭିତରୁ ଜଳ ନିଷ୍କାସନ ପାଇଁ ୪ଟି ସେନସର ପମ୍ପ ରହିଛି। ଏହି ପମ୍ପ ସାହାଯ୍ୟରେ ପାଣି ନିଷ୍କାସନ ହେଉଥିଲେ ମଧ୍ୟ ଅଧିକାଂଶ ସମୟରେ ପାଣି ଜମି ରହିବାରୁ ପର୍ଯ୍ୟଟକମାନଙ୍କୁ ଅସୁବିଧାରେ ସମ୍ମୁଖୀନ ହେବାକୁ ପଡୁଛି। ତୁରନ୍ତ ଏହାର ସ୍ଥାୟୀ ପ୍ରତିକାର ପାଇଁ ଦାବି ହୋଇଛି। ସେହିପରି କୋଣାର୍କ ମାଧିପୁର ଛକ, ଥାନାଛକ,ମେଡିକାଲ ଛକ ରାସ୍ତାରେ ମଧ୍ୟ ପାଣି ସୁଅ ଛୁଟିଥିଲା। ଖାଲୁଆ ଅଂଚଳରେ ବର୍ଷା ପାଣି ଜମି ରହିବାରୁ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.