ପ୍ରମୂଖ ଖବର
  • ବାରିପଦା : କଳା ବାଘ ଚମଡ଼ା ଜବତ, ୪ ଶିକାରୀ ଗିରଫ
  • ||
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ

Published By : Prameya | December 8, 2023 1:37 PM

ଧର୍ମଗଡ଼, ୦୮/୧୨ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ। ମୁଖିଗୁଡ଼ା ସ୍ଥିତ କ୍ଵାର୍ଟର୍ସରୁ ମିଳିଲା ମୃତଦେହ। ଜଳ ସମ୍ପଦ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ହେଉଛନ୍ତି ରଞ୍ଜିତ କୁମାର କାର୍ଜି। 

ସୂଚନାନୁଯାୟୀ, ଜଳ ସମ୍ପଦ ବିଭାଗର ଏସଡିଓ ରଞ୍ଜିତ କାର୍ଜି ଇନ୍ଦ୍ରାବତୀ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ଶୁକ୍ରବାର ମୁଖିଗୁଡ଼ା ସ୍ଥିତ କ୍ଵାର୍ଟର୍ସରୁ ସନ୍ଦେହଜନକ ଭାବେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ରଞ୍ଜିତ କାର୍ଜି ରାୟଗଡ଼ା ଜିଲ୍ଲା ପାରଳାଖମୁଣ୍ଡିର ବୋଲି ଜଣାପଡ଼ିଛି। ଘଟଣା ସ୍ଥଳରେ ଜୟପାଟଣା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.