ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ

Published By : Prameya | July 12, 2025 7:26 AM

ଭୁବନେଶ୍ୱର,୧୨/୦୭: ଛତିଶଗଡ଼ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଆସନ୍ତା ୧୩  ତାରିଖରୁ ଅଧିକ ବର୍ଷା ହୋଇପାରେ । ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,  ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୪  ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର  ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ୧୫ ତାରିଖରେ ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ରହିଛି । 

ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର,  ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା ଓ  କୋରାପୁଟରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । 

୧୩ରେ ସୁନ୍ଦରଗଡ଼,  ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.