ପ୍ରମୂଖ ଖବର
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,୨୨ରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ
  • ||
  • ବଲାଙ୍ଗୀର : ଟିକ୍ରାପଡ଼ା-ଝିଙ୍କିଡୁଙ୍ଗୁରି ରାସ୍ତାରେ ବାଇକ୍‌ ଦୁର୍ଘଟଣା, ବାଇକ୍‌ ଆରୋହୀ ମୃତ
  • ||
  • ଆନନ୍ଦପୁର : ୨୫୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର, ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ
  • ||
  • ମୟୂରଭଞ୍ଜ : ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା ,ସ୍ୱାମୀ ଫେରାର
  • ||
  • ଜଳେଶ୍ୱରରେ ଲଜ୍ଜ୍ୟା : ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ, ସମ୍ପର୍କୀୟ କାକା ଫେରାର
  • ||
  • ଶାନ୍ତିପଲ୍ଲୀ ବସ୍ତିରେ ହତ୍ୟା ଘଟଣା: ୩ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଏଆର ରେହମାନ ଅସୁସ୍ଥ, ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି
  • ||
  • ଗୁଲୁମୀ ଜଳପ୍ରପାତରେ ବୁଡ଼ି ଛତିଶଗଡ଼ର ଦୁଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କନ୍ଧମାଳ : ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚିରନିଦ୍ରାରେ ପଦ୍ମଭୂଷଣ ରମାକାନ୍ତ ରଥ, ୯୧ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ
  • ||
  • ଲସ୍କର ଆତଙ୍କୀ ଅବୁ କତାଲ ନିହତ; NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା
  • ||
  • ଭୁବନେଶ୍ୱର : କାର୍‌-ସ୍କୁଟର୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ଓଡ଼ିଶାରେ ଉପରମୁହାଁ ତାତି, ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ, ୩ ଜିଲ୍ଲାକୁ ରେର୍ଡ ଏବଂ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ରାଜ୍ୟରେ ଆହୁରି କଲବଲ କରିବ ତାତି, ଦୁଇ ଦିନ ପରେ ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

Published By : Prameya | March 7, 2025 7:31 AM

ଭୁବନେଶ୍ୱର,୦୭/୦୩: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ମାତ୍ର ଦୁଇ ଦିନ ପରଠୁ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଅର୍ଥାତ୍‌ ରାଜ୍ୟରେ ସମସ୍ତ ଜିଲ୍ଲାର ତାପମାତ୍ରା ରବିବାରଠୁ ବୃଦ୍ଧି ହେବ । ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ପାଇଁ  ଆକାଶ ସଫା ରହିବ । ସର୍ବାଧିକ ତାପମାତ୍ରା ୩୩ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା  ୧୬ ଡିଗ୍ରୀ ରହିବ । ଏପରି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । 

ଗୁରୁବାର ପାରଳାଖେମୁଣ୍ଡି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା । ଏଠାରେ  ସର୍ବୋଚ୍ଚ ତାପମାତ୍ରା ୩୬.୮ ଡିଗ୍ରୀ ରହିଥିଲା । ଝାରସୁଗୁଡ଼ାରେ ୩୬.୪ ଡିଗ୍ରୀ ଥିଲା ।  ୩୫ ଡିଗ୍ରୀ ଉପରେ ୮ଟି ସହର ଥିଲା । ବୁଧବାରଠୁ ଗୁରୁବାର ତାପମାତ୍ରା ସାମାନ୍ୟ ଖସିଛି ।  ମାଲକାନାଗିରିର ତାପମାତ୍ରା ୩୫.୪ ଡିଗ୍ରୀ, ଯାଜପୁରର ତାପମାତ୍ରା ୩୫.୨ ଡିଗ୍ରୀ  ରହିଥିବା ବେଳେ ମାଲକାନାଗିରି, ନୂଆପଡ଼ା, ଖୋର୍ଦ୍ଧା, କେନ୍ଦ୍ରାପଡ଼ାରେ ତାପମାତ୍ରା  ୩୫ ଡିଗ୍ରୀ ରହିଥିଲା । 

 ଭୁବନେଶ୍ୱରର ତାପମାତ୍ରା ୩୪.୪ ଡିଗ୍ରୀ ରହିଥିଲା ।  ଅନୁଗୁଳରେ ତାପମାତ୍ରା ୩୪.୭, ସମ୍ବଲପୁରରେ ୩୪ ଡିଗ୍ରୀ, ବଲାଙ୍ଗୀରରେ ୩୪.୪, କୋରାପୁଟରେ ୩୪.୨, ସୋନପୁରରେ ୩୪.୧, ନୟାଗଡ଼ରେ  ୩୪, ଭଦ୍ରକରେ ୩୪, ବରଗଡ଼ରେ ୩୪.୭ ଡିଗ୍ରୀ ତାପମାତ୍ରା ରହିଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.