ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ଭୁବନେଶ୍ୱରରେ ସର୍ବାଧିକ ୪୧.୨ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ୱର ୧୫/୦୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । ସକାଳୁ ଆକାଶ ହେଉଛି ନିଆଁ ବର୍ଷା। କିଛି ଦିନ ଆଶ୍ବସ୍ତି ପରେ ପୁଣି ଲୋକଙ୍କୁ କଲବଲ କରୁଛି ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି। ଦିନ ୨ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ବର ତାପମାତ୍ରା ସର୍ବାଧିକ ୪୧.୨ ଡିଗ୍ରୀ ରେକର୍ଡ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହିିତ ରାଜ୍ୟର ୧୧ ସହରର ପାରଦ ୩୫ ଡିଗ୍ରୀ ଉପରେ ରହିଛି।

ଦିନ ଅଢ଼େଟା ସୁଦ୍ଧା ଭୁବନେଶ୍ୱରରେ ୪୧.୨ଡିଗ୍ରୀ,ଚାନ୍ଦବାଲିରେ ୪୧.୧ ଡିଗ୍ରୀ,ଝାରସୁଗୁଡାରେ ୪୧ ଡିଗ୍ରୀ,ବାଲେଶ୍ୱରରେ ୪୦ ଡିଗ୍ରୀ, ହୀରାକୁଦରେ ୩୯.୫  ଡିଗ୍ରୀ,ସମ୍ବଲପୁରରେ ୩୯.୪ ଡିଗ୍ରୀ,ରାଉରକେଲାରେ ୩୯.୨ ଡିଗ୍ରୀ,କେନ୍ଦୁଝରରେ ୩୮.୯ ଡିଗ୍ରୀ,ଗୋପାଳପୁରରେ ୩୫.୫ଡିଗ୍ରୀ,ପାରାଦୀପରେ ୩୫.୨ଡିଗ୍ରୀ,ପୁରୀରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଦିନ ସାଢେ ୧୧ଟା  ବାଲେଶ୍ୱରରେ ୩୯.୬ ଡିଗ୍ରୀ, ଭୁବନେଶ୍ୱରରେ ୩୯.୨ ଡିଗ୍ରୀ, ଚାନ୍ଦବାଲିରେ ୩୮.୭ ଡିଗ୍ରୀ, ଝାରସୁଗୁଡାରେ ୩୮.୪ ଡିଗ୍ରୀ, କେନ୍ଦୁଝରରେ ୩୮°, ହୀରାକୁଦରେ ୩୭.୫ ଡିଗ୍ରୀ, ରାଉରକେଲାରେ ୩୭ ଡିଗ୍ରୀ, ସମ୍ବଲପୁରରେ ୩୬.୮ ଡିଗ୍ରୀ, ଗୋପାଳପୁରରେ ୩୫.୨ ଡିଗ୍ରୀ, ପାରାଦୀପରେ ୩୫ ଡିଗ୍ରୀ, ପୁରୀରେ ୩୪.୫ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି ।

  • PrameyaOdia
  • prameya
  • Weather
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.