ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର

ଭୁବନେଶ୍ୱର,୧୬/୦୪: ନିର୍ଘାତ୍‌ ଖରା । ଝାଞ୍ଜି ମାଡ଼ରେ ଦେହ ହାତ ସିଝି ଯାଉଛି । ଦିନ ସାଢ଼େ ୧୧ଟା ବେଳକୁ  ୪୦ ଡିଗ୍ରୀ ଟପିଗଲାଣି ପାରଦ। ବାଲେଶ୍ୱରରେ ସର୍ବାଧିକ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରଯାଇଛି। ୩୫ ଡିଗ୍ରୀ ଉପରେ ୯ ସହର ତାପମାତ୍ରା ରହିଛି। ଯାହାକୁ ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନା ମଙ୍ଗଳବାର ଦିନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱରରେ ୪୦.୫ ଡିଗ୍ରୀ, ଭୁବନେଶ୍ୱରରେ ୩୯.୬ ଡିଗ୍ରୀ, ଝାରସୁଗୁଡ଼ାରେ ୩୯.୫ ଡିଗ୍ରୀ, ଚାନ୍ଦବାଲିରେ ୩୯.୧ ଡିଗ୍ରୀ, କେନ୍ଦୁଝରରେ ୩୯ ଡିଗ୍ରୀ, ରାଉରକେଲାରେ  ୩୭ ଡିଗ୍ରୀ, ସମ୍ବଲପୁରରେ ୩୭ ଡିଗ୍ରୀ, ହୀରାକୁଦରେ ୩୬.୮ ଡିଗ୍ରୀ, ଗୋପାଳପୁରରେ ୩୫ .୪ ଡିଗ୍ରୀ, ପୁରୀରେ ୩୪.୨ ଡିଗ୍ରୀ,ପାରାଦୀପ ୩୪.୨ ଡିଗ୍ରୀ  ତାପମାତ୍ରା ରେକର୍ଡ କରାଯାଇଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.