ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର

ଭୁବନେଶ୍ୱର,୧୬/୦୪: ନିର୍ଘାତ୍‌ ଖରା । ଝାଞ୍ଜି ମାଡ଼ରେ ଦେହ ହାତ ସିଝି ଯାଉଛି । ଦିନ ସାଢ଼େ ୧୧ଟା ବେଳକୁ  ୪୦ ଡିଗ୍ରୀ ଟପିଗଲାଣି ପାରଦ। ବାଲେଶ୍ୱରରେ ସର୍ବାଧିକ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରଯାଇଛି। ୩୫ ଡିଗ୍ରୀ ଉପରେ ୯ ସହର ତାପମାତ୍ରା ରହିଛି। ଯାହାକୁ ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନା ମଙ୍ଗଳବାର ଦିନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱରରେ ୪୦.୫ ଡିଗ୍ରୀ, ଭୁବନେଶ୍ୱରରେ ୩୯.୬ ଡିଗ୍ରୀ, ଝାରସୁଗୁଡ଼ାରେ ୩୯.୫ ଡିଗ୍ରୀ, ଚାନ୍ଦବାଲିରେ ୩୯.୧ ଡିଗ୍ରୀ, କେନ୍ଦୁଝରରେ ୩୯ ଡିଗ୍ରୀ, ରାଉରକେଲାରେ  ୩୭ ଡିଗ୍ରୀ, ସମ୍ବଲପୁରରେ ୩୭ ଡିଗ୍ରୀ, ହୀରାକୁଦରେ ୩୬.୮ ଡିଗ୍ରୀ, ଗୋପାଳପୁରରେ ୩୫ .୪ ଡିଗ୍ରୀ, ପୁରୀରେ ୩୪.୨ ଡିଗ୍ରୀ,ପାରାଦୀପ ୩୪.୨ ଡିଗ୍ରୀ  ତାପମାତ୍ରା ରେକର୍ଡ କରାଯାଇଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.