ପ୍ରମୂଖ ଖବର
  • ଜଗତସିଂହପୁର : ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, କନଷ୍ଟେବଲ ମୃତ
  • ||
  • ବାସୁଦେବପୁର : ରତାଙ୍ଗ ଗ୍ରାମରେ ନବ ବଧୁର ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ମହାଷ୍ଟମୀରେ ମଣ୍ଡପ ବୁଲି ମହାମୟାଙ୍କ ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ବରମୁଣ୍ଡା ବ୍ରିଜ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବିଦ୍ୟୁତ ସଂପ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ
  • ||
  • ଭୁବନେଶ୍ଵର : ଦଶହରାରେ ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗାପୂଜା ଭେଟି, ରାଜ୍ୟବ୍ୟାପୀ ପେଣ୍ଡାଲ ଭଡ଼ା ଛାଡ଼
  • ||
  • ଖୁଣ୍ଟୁଣି ରେଞ୍ଜରେ ଦନ୍ତା ଉତ୍ପାତ, ଛେଳି ଚରାଇବାକୁ ଯାଇ ମହିଳା ମୃତ
  • ||
  • ମହାଦେବ ବେଟିଙ୍ଗ ଆପ୍‌ ମାଲିକ ସୌରଭ ଚକ୍ରଧର ଦୁବାଇରେ ଅଟକ, ସପ୍ତାହେ ଭିତରେ ଅଣାଯିବ ଭାରତ !
  • ||
  • ବ୍ରହ୍ମପୁର : ୧୫୨ ଲିଟର ବିଦେଶୀ ମଦ ଜବତ, ୨ ଗିରଫ
  • ||
  • ଆରପାରିରେ ପୋଲସରାର ପୂର୍ବତନ ବିଧାୟକ, ଶୋକ ପ୍ରାକାଶ ପଲେ ନେତୃବୃନ୍ଦ
  • ||
  • ସୁନ୍ଦରଗଡ଼ : ଲେଫ୍ରିପଡା ଓ ଟାଙ୍ଗରପାଲି ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ଶହେ ଲିଟର ଦେଶୀ ମଦ ଜବତ
  • ||
  • ମା'ଙ୍କ ଆଗମନରେ ଉତ୍ସବ ମୁଖର ଭୁବନେଶ୍ୱର, ମଣ୍ଡପରେ ମହାଷ୍ଟମୀ ଏବଂ ପୀଠରେ ଚାଲିଛି ମହାନବମୀ ପୂଜା
  • ||
  • ଜଗତପୁର : ଯୁବକଙ୍କୁ ଅପହରଣ କରିବା ବେଳେ ଧରାପଡ଼ିଲେ ଦୁର୍ବୃତ୍ତ, ୧୦ ଅଟକ
  • ||
  • କଳାହାଣ୍ଡିରେ ମା' ମାଣିକେଶ୍ବରୀଙ୍କ ଛତରଯାତ୍ରା, ଲକ୍ଷାଧିକ ଭକ୍ତଙ୍କ ସମାଗମ
  • ||

୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୩/୦୯: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର  ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ  ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି  ହୋଇପାରେ । ଏହା ପ୍ରଭାବରେ ୨୬  ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା  ହେବ । ପାଣିପାଗ ବିଭାଗ ଏଭଳି  ପୂର୍ବାନୁମାନ କରିଛି । 

୨୩ ତାରିଖରେ କେନ୍ଦ୍ରାପଡ଼ା,  ଜଗତସିଂହପୁର, କଟକ, ବାଲେଶ୍ୱର,  ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ,  ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ  ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ  ଗଞ୍ଜାମ, ଗଜପତି, କନ୍ଧମାଳ,  ରାୟଗଡ଼ା, କୋରାପୁଟ, ମାଲକାନଗିରି,  କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ  ୧୧୦ ମିମି ବର୍ଷା ହୋଇପାରେ । 

୨୫  ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା,  ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ  ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ  ବିଭାଗ ଆକଳନ କରିଛି । ୨୬ରେ  କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,  କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା  ସମ୍ଭାବନା ଅଛି । ରବିବାର ବୌଦ୍ଧରେ  ସର୍ବାଧିକ ୬୪.୪ମିମି ବର୍ଷା ହୋଇଛି ।  ଭୁବନେଶ୍ୱରରେ ୧୫.୨ ଓ ନୂଆପଡ଼ାରେ  ୧୪.୪ମିମି ବର୍ଷା ହୋଇଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.