ପ୍ରମୂଖ ଖବର
  • ପାରାଦୀପ ବନ୍ଦରରେ ସିବିଆଇ ଚଢ଼ାଉ, ପୋର୍ଟ ପ୍ରଶାସନ ବିଲ୍ଡିଂରେ ୪ ଜିଣିଆ ଟିମ୍‌ର ଖୋଳତାଡ
  • ||
  • କଟକ : ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ର ବିଜାପୁରରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ୨୨ ନକ୍ସଲ ସଫା, ଜଣେ ଯବାନ ସହିଦ୍
  • ||
  • ନୟାଗଡ଼ରେ ଅଭାବନୀୟ ଘଟଣା, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ
  • ||
  • ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହୋହାଲ୍ଲା, ୧୨ଟା ଯାଏଁ ଗୃହ ମୁଲତବୀ
  • ||
  • ଗଜପତି: ଦୁଇ ବ୍ୟବସାୟୀଙ୍କ ଭାଇଙ୍କ ଘରେ ଆଇଟି ଚଢ଼ାଊ, ଆୟକର ବିଭାଗ ୧୨ ଅଧିକାରୀ ସାମିଲ୍
  • ||
  • ସମ୍ବଲପୁର: ପିଲାଙ୍କ ଭବିଷ୍ୟତ ସହିତ ସାଙ୍ଘାତିକ ଖେଳ, ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଘୂରି ବୁଲୁଛି ୭ମ ଏବଂ ୮ମ ପ୍ରଶ୍ନପତ୍ର
  • ||
  • ବୌଦ୍ଧ : ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲା : ରାଜା ଚକ୍ରଙ୍କ ସହଯୋଗୀ ସମୀର ଜେନା
  • ||
  • ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ
  • ||
  • ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାରେ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
  • ||

ରାଜ୍ୟରେ ତାତିରୁ ସାମାନ୍ୟ ଆଶ୍ୱସ୍ତି: ଆଜି-କାଲି କମ୍‌ ରହିବ ତାପମାତ୍ରା, ୮ରୁ ପୁଣି କଲବଲ କରିବ ଖରା

Published By : Prameya | March 6, 2025 7:24 AM

ଭୁବନେଶ୍ୱର,୦୬/୦୩: ରାଜ୍ୟରେ ତାତିରୁ ସାମାନ୍ୟ ଆଶ୍ବସ୍ତି। ଆଜି ଓ କାଲି କମ୍‌ ରହିବ ଖରା ପ୍ରକୋପ। ପାଣିପାଗ  ବିଭାଗର ପୂର୍ବାନୁମାନ କହୁଛି, ଆସନ୍ତା ତିନି ଦିନ ଯାଏ ଦିନ  ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି । ଏହାପରେ  ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ । କିନ୍ତୁ ରାତି ତାପମାତ୍ରା  ଅପରିବର୍ତ୍ତିତ ରହିବ। ଆସନ୍ତା ୮ରୁ ପୁଣି ବଢ଼ିବ ତାପାମତ୍ରା।

ବୁଧବାର ବୌଦ୍ଧରେ ଦିନ  ତାପମାତ୍ରା ୩୮ ଡିଗ୍ରୀ ଟପିଥିଲା । ଏହା ରାଜ୍ୟର ସବୁଠୁ  ତତଲା ସହର ପାଲଟିଛି । ମଙ୍ଗଳବାର ଏଠାରେ ତାତି ୩୮.୫  ଡିଗ୍ରୀ ଥିବାବେଳେ ବୁଧବାର ସାମାନ୍ୟ ବଢ଼ିଥିଲା। ମାଲକାନଗିରିରେ  ୩୮.୪ ଡିଗ୍ରୀ ଥିବାବେଳେ ୩୭.୫ ଡିଗ୍ରୀ ରହିଥିଲା । ଅନୁଗୁଳରେ ୩୭.୯ ଡିଗ୍ରୀ ଥିବାବେଳେ ଆଜି ୩୭.୧  ଡିଗ୍ରୀକୁ ଖସିଥିଲା । ପାରଳାଖେମୁଣ୍ଡିରେ ୩୭.୮ରୁ ୩୬.୬,  ଭୁବନେଶ୍ୱରରେ ୩୬.୪ରୁ ୩୫ ଡିଗ୍ରୀକୁ ଖସିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.