ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାକୁ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

Published By : Prameya | March 20, 2025 8:08 AM

ଭୁବନେଶ୍ୱର ୨୦/୦୩: ରାଜ୍ୟରେ କମିଲା ତାତି। ମିଳିଲା ଗରମରୁ ଆଶ୍ବସ୍ତି। ଆସନ୍ତ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ ଘଡି ସହ କାଳବୈଶାଖୀ ସମ୍ଭାବନା। ଆଜି ୬ ଜିଲ୍ଲାକୁ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି। ବର୍ଷା ସମୟରେ ୩୦ରୁ ୪୦ କିମି ବେଗରେ ଝଟକା ପବନ ବୋହିବା ଆଶଙ୍କା। କିଛି ସ୍ଥାନରେ କୁଆ ପଥର ମାଡ଼ ସହ ବର୍ଷା ସମ୍ଭାବନା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ କରାଯାଇଛି। 

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ସର୍ବାଧିକ ତାପମାତ୍ରାରେ ଲାଗିବ ବ୍ରେକ। ତାପମାତ୍ରରେ ବିଶେଷ ପରିବର୍ତ୍ତନ ହେବନାହିଁ।  ଆସନ୍ତା ଦୁଇ ଦିନ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ଦିନର ତାପମାତ୍ରା। ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା ପବନ ସମ୍ଭାବନା ରହିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.