PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୩୧/୦୨: ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବ । ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କୁଆପଥର ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାରେ ମଧ୍ୟ ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି ।

୧ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନ ବିଜୁଳି, ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୁରୁବାର ସକାଳୁ ଅପରାହ୍ଣ ଭିତରେ ବାରିପଦାରେ ୪.୬ ମିଲିମିଟର, ନୟାଗଡ଼ରେ ୩.୬ ମିମି ବର୍ଷା ହୋଇଛି ।