ପ୍ରମୂଖ ଖବର
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଏଫଏମ କଲେଜ ଘଟଣା, ଜାତୀୟ ମହିଳା କମିଶନ କଣ କରୁଛନ୍ତି : ଅଳକା ଲାମ୍ବା

Published By : Suraj Kumar | July 14, 2025 4:34 PM

ଭୁବନେଶ୍ବର,୧୪।୭ : ବାଲେଶ୍ବର ଏଫଏମ କଲେଜରେ ଛାତ୍ରୀ ଆତ୍ମହୃତୀ ଉଦ୍ୟମ ଘଟଣାରେ ଏଆଇସିସି କାର୍ଯ୍ୟାଳୟରେ ରାଜ୍ୟ ସରକାର ଓ ଜାତୀୟ ମହିଳା କମିଶନଙ୍କୁ ଟାର୍ଗେଟ୍ l ସର୍ବଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବାଙ୍କ ଟାର୍ଗେଟ୍‌ l ବିଧାୟିକା ସୋଫିଆ ଫିର୍ଦ୍ଦୋସ ମଧ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି l

 ଛାତ୍ରୀ ଜଣଙ୍କୁ ବିଭାଗୀୟ ଏଚଓଡି ସେକ୍ସୁଆଲ ଫେଭର ପାଇଁ ଚାପ ପକାଉଥିଲେ l ଫେଭର ନକଲେ ବରବାଦ କରିଦିଆଯିବ ବୋଲି ଧମକ ଦିଆଯାଉଥିଲା l ଛାତ୍ରୀ ଜଣଙ୍କ ଏନେଇ ପ୍ରିନ୍ସିପାଲ, ଶିକ୍ଷା ବିଭାଗକୁ ମଧ୍ୟ ଜଣାଇଥିଲେ l ପ୍ରମାଣ ଦେଇ ନ ପାରିଲେ କାର୍ଯ୍ୟାନୁଷ୍ଠାନର ଧମକ ତାଙ୍କୁ ଦିଆ ଯାଇଥିଲା l ରାଷ୍ଟ୍ରୀୟ ମହିଳା ଆୟୋଗ କଣ କରୁଛନ୍ତି, ଭୁବନେଶ୍ବର ଯାଉ ନାହାନ୍ତି କାହିଁକି ବୋଲି ଅଳକା ଲାମ୍ବା ପ୍ରଶ୍ନ କରିଛନ୍ତି l

ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ଏଚଓଡିଙ୍କ ଦ୍ୱାରା ବାରମ୍ବାର ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପାଇ ଶେଷରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଏବେ ସେ ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂଙ୍କଟାପନ୍ନ ରହିଛି । ଏହି ଘଟଣାରେ ଏଫ୍‌ଏମ୍ କଲେଜ ଅଧ୍ୟକ୍ଷ  ଓ ଏଚଓଡିଙ୍କୁ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରିଛି। ଏଥିସହ ପୁଲିସ ଏଚଓଡିଙ୍କୁ ଗିରଫ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.